ବିଶ୍ରାରେ ପୁଣି ୪୮ ଘଣ୍ଟା ପାଇଁ ବଢ଼ିଲା କଣ୍ଟେନ୍‌ମେଣ୍ଟ ଅବଧି

ସୁନ୍ଦରଗଡ଼,୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ରାଜ୍ୟରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି ପଦକ୍ଷେପ ନେଇଛନ୍ତି।

ପ୍ରକାଶ ଯେ, ବିଶ୍ରାରେ ୨ ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ପରେ ପଶାସନ ପକ୍ଷରୁ ପ୍ରଥମେ ୧୨ ତାରିଖରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରିଥିଲା। ଏହାପରେ ଦ୍ବିତୀୟଥର ପାଇଁ ଏହାର ଅବଧିକୁ ଗତ ୧୪ତାରିଖରେ ବୃଦ୍ଧି କରାଯିବା ପରେ ଗୁରୁବାର ତୃତୀୟ ଥର ପାଇଁ ଏହାର ଅବଧିକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri