ସୁନ୍ଦରଗଡ଼, ୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ପରିସ୍ଥିତିକୁ ଆଖି ଆଗରେ ରଖି ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି ପଦକ୍ଷେପ ନେଇଛନ୍ତି। ବିଶ୍ରାରେ ୨ ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ପରେ ପଶାସନ ପକ୍ଷରୁ ପ୍ରଥମେ ୧୨ ତାରିଖରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ଏହାପରେ ଦ୍ବିତୀୟ ଥର ପାଇଁ ଏହାର ଅବଧିକୁ ଗତ ୧୪ତାରିଖରେ ବୃଦ୍ଧି କରାଯିବା ପରେ ଗୁରୁବାର ତୃତୀୟ ଥର ପାଇଁ ଏହାର ଅବଧିକୁ ପୁଣି ବୃଦ୍ଧି କରାଯାଇଛି।
Posted inHome, Home Left, ଆମ ଜିଲା ଖବର, କରୋନା ଭାଇରସ୍, ସୁନ୍ଦରଗଡ଼ View All
ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….
ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…
କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ
ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…
ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..
ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…
ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ
ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…
ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ
ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…
୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି
ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…
ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…
ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…
ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…
ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…
Archives

