Posted inଜାତୀୟ

ବିଶ୍ୱକପ୍‌କୁ ନେଇ ଉତ୍ସାହିତ ଯବାନ

ଶ୍ରୀନଗର,୧୬।୬: ବିଶ୍ୱ କପ୍‌ କ୍ରିକେଟକୁ ନେଇ ସବୁଆଡେ ଚର୍ଚ୍ଚା। ବିଶେଷ କରି ଭାରତ ପାକିସ୍ତାନ ମ୍ୟାଚକୁ ଯେମିତି କେହି ହାତଛଡା କରିବାକୁ ଚାହାଁନ୍ତି ନାହିଁ। ରବିବାର ଭାରତ-ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ମ୍ୟାଚ ପୂର୍ବରୁ ଜମ୍ମୁ-କଶ୍ମୀର ସୀମାରେ ଥିବା ବିଏସ୍‌ଏଫ୍‌ ଯବାନମାନେ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି। ମଞ୍ଚେଷ୍ଟରରେ ଆୟୋଜିତ ଏହି ମ୍ୟାଚ ଦେଖିବାକୁ ଦର୍ଶକଙ୍କ ଗ୍ୟାଲେରି ଭିଡ ରହିବା ସ୍ବାଭାବିକ କଥା।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର, କର୍ନାଟକରେ ବଢ଼ିଲା ଲକ୍‌ଡାଉନ

ମୁମ୍ବାଇ/ ବେଙ୍ଗାଲୁରୁ, ୧୨।୪: ମହାରାଷ୍ଟ୍ର ଓ କର୍ନାଟକରେ ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧି କରାଯାଇଛି। ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେ ସରକାର ଲକ୍‌ଡାଉନ ସମୟସୀମା ଏପ୍ରିଲ ୩୦...

ଅଖିଳେଶଙ୍କ ସାମ୍ନାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଛିଡ଼ା କଲା ଭାଜପା

ନୂଆଦିଲ୍ଲୀ,୧।୨: ବିଧାନସଭା ନିର୍ବାଚନରେ ପଦାର୍ପଣ କରିବାକୁ ଯାଉଥିବା ଅଖିଳେଶ ଯାଦବଙ୍କ ଚିରପ୍ରତିଦ୍ୱନ୍ଦ୍ୱୀ ହେବାକୁ ଯାଉଛନ୍ତି କେନ୍ଦ୍ର ମନ୍ତ୍ରୀ ଏସ୍‌ପି ସିଂ ବଘେଲ। ଭାଜପା ପ୍ରାର୍ଥୀ କେନ୍ଦ୍ର...

ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି...

ଖଲିଙ୍କ ନିର୍ବାଚନ ପ୍ରଚାରକୁ ନେଇ ଅଭିଯୋଗ ଆଣିଲା ଟିଏମ୍‌ସି

କୋଲକାତା,୨୮।୪: ଲୋକ ସଭା ନିର୍ବାଚନ ପ୍ରଚାରକୁ ନେଇ ରେସ୍‌ଲର ଦଲିପ ସିଂ ରାନା ବା ଖଲିଙ୍କ ନାଁରେ ଜାତୀୟ ନିର୍ବାଚନ କମିଶନଙ୍କ ପାଖେ ଅଭିଯୋଗ ଆଣିଛି...

ମାତ୍ର ଦେଢ ଘଣ୍ଟାରେ ସେନା ନେଲା ପ୍ରତିଶୋଧ

ଶ୍ରୀନଗର,୧୭।୮: ଜମ୍ମୁ-କଶ୍ମୀର ବାରମୂଳାରେ ସିଆର୍‌ପିଏଫ୍‌ର ନାକା ପାର୍ଟି ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିଲେ ୩ ଯବାନ। ଆଉ ଏହାର ଠିକ୍‌ ଦେଢଘଣ୍ଟା ପରେ...

ଅମିତାଭଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ ଅଧିକାରୀ ସସ୍‌ପେଣ୍ଡ

ମୁମ୍ବାଇ,୧୬।୨: ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ବଡିଗାର୍ଡ ଭାବେ କାର୍ଯ୍ୟ କରୁଥିବା ମୁମ୍ବାଇ ପୋଲିସ କନଷ୍ଟେବଳ ଜିତେନ୍ଦ୍ର ଶିନ୍ଦେଙ୍କୁ ନିୟମର ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ କରାଯାଇଛି।...

ଅନ୍‌ଲାଇନ ଶୈକ୍ଷିକ ଗେମ୍‌ ‘ଆଜାଦୀ କ୍ୱେଷ୍ଟ’ ଶୁଭାରମ୍ଭ

ନୂଆଦିଲ୍ଲୀ,୨୫।୮(ପି.ଆଇ.ବି): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭାରତୀୟ ସ୍ବାଧୀନତ ସଂଗ୍ରାମର ଗୌରବ ଗାଥାର ପ୍ରଚାର ପ୍ରସାର ଲାଗି କେନ୍ଦ୍ର ସୂଚନା ଓ ପ୍ରସାରଣ...

ଆର୍‌ଏସ୍‌ଏସ୍‌,ମୋଦି ବିରୋଧୀ ଏକାଠି ହୁଅନ୍ତୁ: ରାହୁଲ

ନୂଆଦିଲ୍ଲୀ,୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ବିରୋଧ କରୁଥିବା ଦଳଗୁଡ଼ିକ ଏକାଠି ହେବା ଆବଶ୍ୟକ ବୋଲି କଂଗ୍ରେସ ନେତା ରାହୁଲ...

Advertisement
Archives

Model This Week