ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ

ଲାଞ୍ଜିଗଡ଼,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ସବୁଜବାହିନୀରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ଇଂ. ଫକୀରମୋହନ ମାଝି, ସମ୍ମାନିତ ଅତିଥି ଭାବେ ଏବିଡିଓ ବିଶ୍ୱଭୂଷଣ ଶତପଥୀ, ବିଜୁ ଯୁବବାହିନୀ ଲାଞ୍ଜିଗଡ଼ ବ୍ଲକ ସଂଯୋଜକ ଜକସନ ସାହୁ ପ୍ରମୁଖ ଯୋଗଦେଇଥିଲେ । ବିଶ୍ୱନାଥପୁର ବିଜୁ ଯୁବ ବାହିନୀ ସମ୍ପାଦକ ଅଜିତ ପ୍ରଧାନୀ, ସଦସ୍ୟ ରାଧାମୋହନ ବେହେରା, ଧର୍ମେନ୍ଦ୍ର ସାହୁ, ଗୁଲୁ ପାତ୍ରଙ୍କ ନେତୃତ୍ୱରେ ବିଜୁ ଯୁବବାହିନୀର ସମସ୍ତ ସଦସ୍ୟ ବ୍ଲକ କାର୍ଯ୍ୟାଳୟ ପରିସରରେ ଚାରାରୋପଣ କରିଥିଲେ। ବିଜୁ ଯୁବବାହିନୀ ଦ୍ୱାରା ସବୁଜ ବାହିନୀ କାର୍ଯ୍ୟକ୍ରମରେ ଅନେକ ମୂଲ୍ୟବାନ ଚାରାରୋପଣ କରାଯାଇଛି। ଏହାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଫ ବଣ୍ଟନ ନେଇ ଉତ୍ତେଜନା : ଯୋଗାଣ କେନ୍ଦ୍ରରେ ତାଲା ପକାଇଲେ ଲୋକେ

ରଣପୁର,୧୭ା୫(ସ୍ବ.ପ୍ର.)-ଫନୀ ପ୍ରଭାବରେ ନୟାଗଡ଼ ଜିଲା ରଣପୁର ବିଜ୍ଞାପିତ ଅଞ୍ଚଳ ସମେତ ୩୭ ପଞ୍ଚାୟତରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିପନ୍ନଙ୍କୁ ସରକାରୀ ରିଲିଫ ପ୍ରଦାନ ପାଇଁ କଡା...

ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ରେ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ସୋର, ୨୧।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ହୋଇଛି। କନ୍ୟାଶ୍ରମର ୫...

ବାଇଗିଣିଆରେ ହାତୀ ଉପଦ୍ରବ: ଉଜାଡ଼ିଦେଲେ ଫଳ ବଗିଚା

ପରଜଙ୍ଗ, ୮।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ,...

ଶ୍ରାବଣ ମାସ ପ୍ରଥମ ସୋମବାର: ଜଳାଭିଷେକ ପାଇଁ ବିଭିନ୍ନ ଶୈବପୀଠରେ ଭିଡ଼

ବାଲିଗୁଡ଼ା,୨୨।୭(ଡି.ଏନ୍‌.ଏ.): ଶ୍ରାବଣ ମାସ ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳାଭିଷେକ ଲାଗି ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଜମିଛି। ପ୍ରତ୍ୟୁଷରୁ ଖଡ଼ଗ ନଦୀ ନିକଟରେ କାଉଡ଼ିଆଙ୍କ ଭିଡ଼...

ଗାନ୍ଧୀଛକ ନୂଆଡିହି ଟୋଲ୍‌ ଗେଟ୍‌ ଉଚ୍ଛେଦ ଦାବିରେ ଗଣଧାରଣା

ଝାରସୁଗୁଡା ଅଫିସ,୩।୩: ଝାରସୁଗୁଡ଼ାରୁ ବେଲପାହାଡକୁ ସଂଯୋଗ କରୁଥିବା ୪୯ନଂ ଜାତୀୟ ରାଜପଥର ଗାନ୍ଧୀଛକ ନୂଆଡିହି ନିକଟରେ ବେଆଇନ ଭାବେ ସ୍ଥାପିତ ହୋଇଥିବା ଟୋଲ ଗେଟ୍‌କୁ ସ୍ଥାନୀୟ...

କରୋନା ଲକ୍‌ଡାଉନ୍‌: ମହିଳା ଶ୍ରମିକଙ୍କ ଦୁର୍ଦ୍ଦଶା ବଢୁଛି

ବଲାଙ୍ଗୀର ଅଫିସ, ୧ା୪: ଲକ୍‌ଡାଉନ୍‌ ସମୟରେ ଗରିବଙ୍କ ଆୟପନ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବାରୁ ଏବେ ସେମାନେ ମହା ଅଡୁଆରେ ପଡିଛନ୍ତି। ବିଶେଷକରି ମହିଳା ଶ୍ରମିକମାନେ ଘୋର...

୨ ଫୁଟ ଉଠିଲା ୨ ମହଲା କୋଠା

କେନ୍ଦୁଝର,୨୧ା୧: ଅତ୍ୟାଧୁନିକ ଜ୍ଞାନ କୌଶଳରେ ଏକ ଦୁଇ ମହଲା କୋଠାଘରକୁ ୨ଫୁଟ ଉପରକୁ ଉଠାଯିବା ଘଟଣା କେନ୍ଦୁଝରରେ ଚର୍ଚ୍ଚାର ବିଷୟ ହୋଇଛି। ବିହାର ଅଞ୍ଚଳର ପପୁ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଡାକ୍ତର,ଆଜି ହେଲେ ଗିରଫ

ଢେଙ୍କାନାଳ ଅଫିସ,୨୦।୭: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ମେଡ଼ିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ବୁଧବାର ଗିରଫ ହୋଇଛନ୍ତି। ମଙ୍ଗଳବାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

Advertisement
Archives

Model This Week