Posted inଜାତୀୟ

ବିଶ୍ୱବିଦ୍ୟାଳୟରେ ହିଂସକ ପ୍ରଦର୍ଶନ ଉଚିତ୍‌ ନୁହେଁ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ନେଇ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ହିଂସାକାଣ୍ଡ ଦେଖାଦେଇଛି। ବିଶ୍ୱବିଦ୍ୟାଳୟରେ ଏଭଳି ହିଂସକ ପ୍ରଦର୍ଶନ ଉଚିତ୍‌ ନୁହେଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ ସୋମବାର କହିଛନ୍ତି। ହିଂସାକାଣ୍ଡ ଥମିଲେ ଏହାର ଶୁଣାଣି କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ହିଂସକ ପ୍ରଦର୍ଶନ ସହିତ ପୋଲିସ ଉପରେ ପଥର ମାଡ଼ କରାଯିବାରୁ ବାଧ୍ୟ ହୋଇ ପୋଲିସ ଲାଠିଚାର୍ଜ ଓ ଲୁହବୁହା ଗ୍ୟାସ୍‌ର ପ୍ରୟୋଗ କରିଥିଲା। ତେବେ ଏହାକୁ ନେଇ ପ୍ରଦର୍ଶନକାରୀ ଏବଂ ପୋଲିସ ପକ୍ଷରୁ ପରସ୍ପର ବିପରୀତ ମନ୍ତବ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri