ବିଶ୍ୱରେ ୫୫ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଟପ୍‌ ଟେନ୍‌ରେ ଭାରତ

ଓ୍ବାଶିଂଟନ,୨୫।୫: କରୋନା ସଂକ୍ରମିତ ଦେଶଙ୍କ ଟପ୍‌ ଟେନ୍‌ ତାଲିକାରେ ଏବେ ଭାରତ ସାମିଲ ହୋଇଛି। ଏବେ ଭାରତ ସଂକ୍ରମିତଙ୍କ ସଂଖ୍ୟାକୁ ନେଇ ଇରାନକୁ ପଛରେ ପକାଇ ଦେଇଛି। ଅନ୍ୟପଟେ ଲଗାତାର ଚତୁର୍ଥ ଦିନ ବି ବିଶ୍ୱରେ ୨୪ ଘଣ୍ଟାରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଜଣାପଡିଛି। ଏବେ ବିଶ୍ୱରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫,୧୮,୬୬୧ରେ ପହଞ୍ଚିଥିବା ବେଳେ ମୃତକଙ୍କ ସଂଖ୍ୟାରେ ବୃଦ୍ଧି ଘଟି ୩,୪୬,୯୭୯ରେ ପହଞ୍ଚିଛି। ରବିବାର ଆମେରିକା ଅପେକ୍ଷା ବ୍ରାଜିଲରେ ସର୍ବାଧିକ କରୋନା ଜନିତ ମୃତ୍ୟୁ ହୋଇଥିବା ଜଣାପଡିଛି। ଟପ୍‌ ଟେନ୍‌ ତାଲିକାରେ ଥିବା ଦେଶମାନଙ୍କ ମଧ୍ୟରେ ଉତ୍ତର ଆମେରିକା, ବ୍ରାଜିଲ, ରୁଷିଆ, ବ୍ରିଟେନ, ସ୍ପେନ, ଇଟାଲୀ, ଫ୍ୟାନ୍ସ, ଜର୍ମାନୀ, ତୁର୍କୀ ଓ ଭାରତ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଳଭୂଷଣଙ୍କୁ ଆଉ ମିଳିବନି ଆଇନଗତ ସହାୟତା

ଇସ୍‌ଲାମାବାଦ,୧୩-୯(ପି.ଟି.):ପାକିସ୍ତାନର ଜେଲରେ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀଙ୍କୁ ଉଚ୍ଚାୟୁକ୍ତଙ୍କ ଜରିଆରେ ଦ୍ୱିତୀୟ ଥର ପାଇଁ ଆଇନଗତ ସହାୟତା ଦେବାକୁ ମନାକରିଦେଇଛି ଇସ୍‌ଲାମାବାଦ। ଆଉ ଥରେ...

ପ୍ରଧାନମନ୍ତ୍ରୀ ହେବାର ବର୍ଷପୂର୍ତ୍ତି ଅବସରରେ ଦେଶକୁ ସମ୍ବୋଧନ କରିବେ ଇମ୍ରାନ୍‌

ଇସଲାମାବାଦ,୩।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ କାର୍ଯ୍ୟକାଳକୁ ଅଗଷ୍ଟ ୧୮ରେ ବର୍ଷେ ପୂରିବ। ଏହି ଅବସରରେ ସେ ତାଙ୍କର ବର୍ଷକର କାର୍ଯ୍ୟକାଳକୁ ନେଇ ଦେଶବାସୀଙ୍କୁ ସମ୍ବୋଧନ...

ମହାରାଷ୍ଟ୍ର, ଆନ୍ଧ୍ରରୁ ପହଞ୍ଚିଲା ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ରେଲୱେ ଷ୍ଟେସନ୍‌ରେ ବୁଧବାର ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚିଛି। ମହାରାଷ୍ଟ୍ରର ମୁମ୍ବାଇ ଉପନଗର ଲୋକମାନ୍ୟ ତିଲକ ଟର୍ମିନସଠାରୁ...

ଜାତିସଂଘ ଦେଲା ୩୩୨କୋଟି ସହାୟତା

ଜେନେଭା, ୨୩ା୯: ଆଫଗାନିସ୍ତାନକୁ ତାଲିବାନ୍‌ କବ୍‌ଜା କରିବା ପରଠାରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଥିରେ ସୁଧାର ଆଣିବା ପାଇଁ ଜାତିସଂଘ ଜରୁରିକାଳୀନ ପାଣ୍ଠିରୁ ୪୫ ମିଲିୟନ...

ଲକ୍‌ଡାଉନ ଭୟରେ ଘରମୁହାଁ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ସ୍ଥିତି ଧିରେ ଧିରେ ଅଣାୟତ୍ତ ହେବାରେ ଲାଗିଛି। ଦିନକୁ ଦିନରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନାର ନୂଆ ମାମଲା ସମସ୍ତ...

ଚାଇନାର ୪ ଭୁଲ୍‌: କରୋନା ସମ୍ପର୍କରେ ପୂର୍ବରୁ ମିଳିଥିଲେ ସୂଚନା ପୃଥିବୀରେ ସଂକ୍ରମଣ ୯୫ ପ୍ରତିଶତ ହୋଇଥାନ୍ତା କମ୍‌

ଓ୍ବାଶିଂଟନ,୭।୪: ଦିନକୁ ଦିନ ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ସମସ୍ତ ଉଦ୍ୟମ ଅସଫଳ ହେବାରେ ଲାଗିଛି। ଏପରିସ୍ଥଳେ ପୃଥିବୀର ପ୍ରାୟ...

ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା...

ଆଫଗାନିସ୍ତାନରେ ପ୍ରଥମ ପୋଲିଓ ସଂକ୍ରମିତ ଚିହ୍ନଟ

କାବୁଲ,୧୪।୫: ଆଫଗାନିସ୍ତାନରେ ୨୦୨୩ର ପ୍ରଥମ ପୋଲିସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଫଗାନିସ୍ତାନର ସ୍ବାସ୍ଥ୍ୟ ଅଧିକାରୀ ନାଙ୍ଗାହାରରେ ଜଣେ ପୋଲିଓ ସଂକ୍ରମିତ ଶିଶୁକୁ ଚିହ୍ନଟ କରିଛନ୍ତି। ସ୍ଥାନୀୟ...

Advertisement
Archives

Model This Week