Posted inଖେଳ

ବିଶ୍ୱର ଏକମାତ୍ର ଅମ୍ପାୟାର: କ୍ରିକେଟ ସହ ଫୁଟବଲ ବିଶ୍ୱକପ୍‌ରେ ମ୍ୟାଚ୍‌ ରେଫରୀ ଭୂମିକା ତୁଲାଇଛନ୍ତି

ସାଧାରଣତଃ କ୍ରିକେଟ ଏବଂ ଫୁଟବଲ ସହ କୌଣସି ସମ୍ପର୍କ ନ ଥାଏ। ଉଭୟ ଖେଳର ନିୟମ ଭିନ୍ନ। ଏସବୁ ଭିତରେ ଯଦି ଜଣେ ଫୁଟବଲ୍‌ ରେଫରୀଙ୍କୁ କ୍ରିକେଟ ଅମ୍ପାୟାର ଦାୟିତ୍ୱ ଦିଆଯାଏ ତେବେ ଏହା ନିହାତି ଆଶ୍ଚର୍ଯ୍ୟ ଲାଗିପାରେ। ପ୍ରସିଦ୍ଧ କ୍ରିକେଟ ଅମ୍ପୟାର ଷ୍ଟିଭ୍‌ ବକନର୍‌ ଏମିତି ଜଣେ ବ୍ୟକ୍ତି ଯେ କି ଉଭୟ କ୍ରିକେଟ ଏବଂ ଫୁଟବଲ୍‌ ବିଶ୍ୱକପରେ ମ୍ୟାଚ୍‌ ରେଫରୀ ଦାୟିତ୍ୱ ତୁଲାଇ ସାରିଛନ୍ତି। ୧୯୯୦ ଫୁଟବଲ ବିଶ୍ୱକପ୍‌ ପାଇଁ ୧୯୮୮ରେ ସେଲଭେଡର ଏବଂ ନେଦରଲାଣ୍ଡ ମଧ୍ୟରେ ଖେଳାଯାଇଥିବା କ୍ୱାଲିଫାୟର ମୁକାବିଲାରେ ବକନର୍‌ ରେଫରୀ ଦାୟିତ୍ୱ ତୁଲାଇଥିଲେ। ୧୯୯୯ କ୍ରିକେଟ ବିଶ୍ୱକପରେ ସେ ଅମ୍ପୟାରିଂ ଭୂମିକା ନିଭାଇଥିଲେ। ବକନର୍‌ ୧୯୪୬ ମସିହା ମେ ୩୧ ଜାମାଇକା ଜନ୍ମଗ୍ରହଣ କରିଥିଲେ। ସେ ଜୀବନରେ ଆଦୌ କ୍ରିକେଟ ଖେଳି ନ ଥିଲେ। ସ୍କୁଲରେ ପଢୁଥିବାବେେଳେ ସେ ଫୁଟବଲ୍‌ ଖେଳୁଥିଲେ। ତେଣୁ ଫୁଟବଲ ମ୍ୟାଚ୍‌ ରେଫରୀ ଭାବେ ସେ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କୁ ଆଉଟ୍‌ କରିବାକୁ ଯୋଜନା କ’ଣ? ଇଂଲଣ୍ଡ କ୍ରିକେଟର ଦେଲେ ଏଭଳି ଜବାବ

ଚେନ୍ନାଇ, ୩୧।୧: ଭାରତ-ଇଂଲଣ୍ଡ ମଧ୍ୟରେ ସିରିଜ ଆରମ୍ଭ ହେବା ପୂର୍ବରୁ ଅତିଥି ଦଳର ଅଲରାଉଣ୍ଡର ମୋଇନ ଅଲ୍ଲୀ ଅଧିନାୟକ ବିରାଟ କୋହଲିଙ୍କୁ ନେଇ ବଡ଼ ମନ୍ତବ୍ୟ...

ବାର୍ଟିଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

ପ୍ୟାରିସ, ୯ା୬ (ଏଏଫ୍‌ପି)- ଫ୍ରେଞ୍ଚ ଓପନ୍‌ ସିଙ୍ଗଲ୍ସ ଟାଇଟଲ ଜିତି ଆସଲେ ବାର୍ଟି ଅଷ୍ଟ୍ରେଲିଆର ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ପରିସମାପ୍ତି ଘଟାଇଛନ୍ତି। ଶନିବାର ଏକ ଏକତରଫା...

ଦର୍ଶକଙ୍କ ବିନା ଟେନିସ : ନାଡାଲ, ଜୋକୋଭିଚ୍‌ଙ୍କୁ ସିମୋନାଙ୍କ ବିରୋଧ

ବୁକାରେଷ୍ଟ, ୧୯।୪: କୋଭିଡ୍‌-୧୯ କାରଣରୁ ସାରା ବିଶ୍ୱରେ ସବୁ କ୍ରୀଡ଼ା ଇଭେଣ୍ଟ ବାତିଲ ହୋଇଛି କିମ୍ବା ସ୍ଥଗିତ ରହିଛି। ଏପରି ସ୍ଥଳେ ରୁଦ୍ଧଦ୍ୱାରରେ ବା ଦର୍ଶକଙ୍କ...

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ସିଙ୍ଗଲ୍ସ ଇଭେଣ୍ଟର ମୁଖ୍ୟ ଡ୍ର’ରେ ଭାରତର ୨୪

କଟକ ଅଫିସ,୨୧ା୭- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ୨୧ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶନିବାର ସିଙ୍ଗଲ୍ସ ଇଭେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଖେଳାଯାଇଛି। ଆୟୋଜକ ଭାରତର...

ରେକର୍ଡ ବିଜୟ

ଗଲ୍ଫ ସୁପରଷ୍ଟାର ଟାଇଗର ଉଡ୍ସ ବିଭିନ୍ନ କାରଣରୁ ଫର୍ମ ଓ ଫିଟ୍‌ନେସ ପାଇଁ ସଂଘର୍ଷ କରିଆସୁଥିଲେ ମଧ୍ୟ ନିକଟରେ ଜୋଜୋ ଚାମ୍ପିୟନଶିପ୍‌ରେ ବିଜୟୀ ହୋଇଛନ୍ତି। ଏଥିସହିତ...

ପୁଣିଥରେ ସ୍ମିଥ୍‌ଙ୍କୁ ମିଳିପାରେ ଅଷ୍ଟ୍ରେଲିଆ ଦାୟିତ୍ୱ: କୋଚ୍‌ ଲାଙ୍ଗର ଦେଲେ ଏଭଳି ସଙ୍କେତ

ନୂଆଦିଲ୍ଲୀ,୭।୧୨: ଅଷ୍ଟ୍ରେଲିଆ କୋଚ୍‌ ଜଷ୍ଟିନ ଲାଙ୍ଗର ଦଳର ଅଧିନାୟକ ପଦ ଷ୍ଟିଭ ସ୍ମିଥ୍‌କୁ ଦେବାକୁ ସଙ୍କେତ ଦେଇଛନ୍ତି। ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଆରୋନ...

ଭଗବାନ ରାମଙ୍କ ଶରଣ ପଶିଲେ କୋହଲି !

ନୂଆଦିଲ୍ଲୀ,୧୬।୭: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଲଗାତାର ଖରାପ ପ୍ରଦର୍ଶନ କରୁଛନ୍ତି। ଆଇପିଏଲ୍‌ ପରେ ଇଂଲଣ୍ଡ ଗସ୍ତରେ ମଧ୍ୟ...

ଭାରତକୁ ଦ୍ୱିତୀୟ ରୌପ୍ୟ ଦେଲେ ନିଷାଦ

ନୂଆଦିଲ୍ଲୀ,୨୯।୮: ଚଳିତ ଟୋକିଓ ଅଲିମ୍ପିକ୍ସରେ ରବିବାର ଭାରତକୁ ମିଳିଛି ଦ୍ୱିତୀୟ ରୌପ୍ୟ ପଦକ। ନିଷାଦ କୁମାର ପୁରୁଷ ହାଇଜମ୍ପ ଟି୪୭ ଇଭେଣ୍ଟରେ ରୌପ୍ୟ ପଦକ ହାତେଇଛନ୍ତି।...

Advertisement
Archives

Model This Week