Posted inଜାତୀୟ

ବିଶ୍ୱର ଏକମାତ୍ର ନେତା ଭାବେ ମୋଦିଙ୍କୁ ଟୁଇଟରରେ ଫଲୋ କରୁଛି ହ୍ବାଇଟ ହାଉସ

ନୂଆଦିଲ୍ଲୀ,୧୦।୪: ଆମେରିକା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ଅଫିସିୟାଲ ଟୁଇଟର ହ୍ୟାଣ୍ଡେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫଲୋ କରୁଛି। ଏବେ ବିଶ୍ୱର ଏକମାତ୍ର ନେତାଭାବେ ମୋଦିଙ୍କୁ ହ୍ବାଇଟ ହାଉସ୍‌ ଫଲୋ କରୁଥିବା ଜଣାପଡିଛି। ସୂଚନାଯୋଗ୍ୟ, ଭାରତ ଆମେରିକାକୁ ୨ ଦିନ ପୂର୍ବରୁ ହାଡ୍ରୋକ୍ସିକ୍ଲୋରୋକୁଇନ୍‌ ଦେଇଥିବାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୋଦିଙ୍କୁ ଧନ୍ୟବାଦ ଦେବା ସହ ଖୁବ୍‌ ପ୍ରଶଂସା କରିଥିଲେ। ଏବେ ବିଶ୍ୱର ୨ଶହରୁ ଊର୍ଦ୍ଧ୍ୱ ଦେଶ କରୋନା ଭାଇରସ କବଳରେ ପଡି ଛଟପଟ ହେଉଥିବା ବେଳେ ହାଡ୍ରୋକ୍ସିକ୍ଲୋରୋକୁଇନ୍‌ ଔଷକ୍ଷ ଏଥିପାଇଁ ଭଲ କାମ କରିବ ବୋଲି ଜଣାପଡିବା ପରେ ଟ୍ରମ୍ପ ଭାରତ ପାଖରୁ ଏହାକୁ ନେବାକୁ ଅନୁରୋଧ କରିଥିଲେ। ଆଉ ମୋଦି ଏହି ଔଷଧ ଆମେରିକାକୁ ଦେଇଥିବାରୁ ସେ ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ସୂଚନାଯୋଗ୍ୟ, ଆମେରିକାରେ ଏବେ କରୋନା ତା’ର କାୟା ବିସ୍ତାର କରିଥିବା ବେଳେ ଏବେ ସେଠାରେ ଦିନକୁ ହଜାର ହଜାର ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ଶହଶହ ଲୋକଙ୍କର ଏଥିରେ ମୃତ୍ୟୁ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri