Posted inଜାତୀୟ

ବିଶ୍ୱର ଶକ୍ତିଶାଳୀ ପାସ୍‌ପୋର୍ଟ ତାଲିକା: ୮୪ ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୧୦।୧: ବିଦେଶ ଯାତ୍ରା ପାଇଁ ଆବଶ୍ୟକ ପାସପୋର୍ଟକୁ ନେଇ ବିଭିନ୍ନ ସମୟରେ ଏହାର ର଼୍ୟାଙ୍କ କରୁଥିବା ହେନଲେ ପାସପୋର୍ଟ ଇଣ୍ଡେକ୍ସ ନିକଟରେ ଏକ ତାଲିକା ପ୍ରକାଶ କରିଛି। ଏଥିରେ ବିଶ୍ୱର ଶକ୍ତିଶାଳୀ ପାର୍ସପୋର୍ଟ ତାଲିକାରେ ଜାପାନ ଲଗାତାର ତୃତୀୟ ବର୍ଷ ୧୯୧ ସ୍କୋର ସହ ସର୍ବୋଚ୍ଚ ସ୍ଥାନରେ ରହିଛି। ଦ୍ୱିତୀୟ ସ୍ଥାନରେ ରହିଛି ସିଙ୍ଗାପୁର। ସେହିପରି ତୃତୀୟରେ ରହିଛି ଜର୍ମାନୀ ଓ ଦକ୍ଷିଣ କୋରିଆ। ବୁଧବାର ଜାରି କରାଯାଇଥିବା ଏହି ରିପୋର୍ଟ ଅନୁଯାୟୀ ଭାରତର ସ୍ଥାନ ରହିଛି ୮୪। ଇଣ୍ଟରନ୍ୟାଶନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏଶନ(ଆଇଏଟିଏ)ର ତଥ୍ୟ, ଦ ହେନଲେ ପାସପୋର୍ଟ ଇଣ୍ଡେକ୍ସ ଅନୁଯାୟୀ, ଭାରତୀୟ ପାସପୋର୍ଟ ଧାରକ ବିନା ପୂର୍ବ ଭିଜାରେ ୫୮ଟି ଦେଶ ଗସ୍ତ କରିପାରିବେ। ୨୦୧୯ରେ ଭାରତର ସ୍ଥାନ ୮୨ ଥିବା ବେଳେ ୨୦୨୦ରେ ଏହା ଉପରକୁ ଉଠି ୮୪ରେ ପହଞ୍ଚିଛି। ଏହା ଏବେ ମରିସସ ଓ ତାଜିକିସ୍ତାନ ସହ ସମକକ୍ଷ ହୋଇପାରିଛି। ସବୁଠାରୁ ଖରାପ ସ୍ଥିତିରେ ରହିଛି ଆଫଗାନିସ୍ତାନ। ଏହାସହ ସୋମାଲିଆ, ସିରିୟା, ଇରାକ ମଧ୍ୟ ସବୁଠୁ ପଛରେ ପଡ଼ି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?