Posted inଫୁରସତ

ବିଶ୍ୱର ସବୁଠୁ ବଡ଼ ଜାହାଜ, ଦାମ୍‌ ରହିଛି…

ଟାଇଟନିକ୍‌ ଜାହାଜ ସମ୍ପର୍କରେ ତ ଜାଣିଥିବେ ନିଶ୍ଚିତ। ମାତ୍ର ଆଜିର ସମୟରେ ‘ସିମ୍ଫୋନୀ ଅଫ୍‌ ଦ ସିଜ୍‌’ହେଉଛି ବିଶ୍ୱର ସବୁଠୁ ବଡ଼ ଜାହାଜ। ଏକ ରିପୋର୍ଟ ଅନୁସାରେ, ଏହି ଜାହାଜର ଦାମ୍‌ ୮୭୧୧ କୋଟି। ଏହା ଭିତରେ ରହିଛି ସମସ୍ତ ସୁବିଧା। ଯାହା ସମ୍ପର୍କରେ ଜାଣିଲେ ଖୁସି ହେବେ।

୨ ଲକ୍ଷ ୩୦ ହଜାର ଟନ୍‌ ଓଜନ ଏହି ଜାହାଜର ଚଉଡ଼ା ୨୧୫.୫ ଫୁଟ ଏବଂ ଲମ୍ବ ୧୧୮୮ ଫୁଟ। ଏହା ପ୍ରତି ଘଣ୍ଟାରେ ୪୦.୭୪ କିମି ବେଗରେ ଗତି କରିଥାଏ। ଏହି ଜାହାଜ ଉପରେ ପିଲାଙ୍କ ପାଇଁ ରହିଛି ଓ୍ବାର୍ଟର ପାର୍କ। ଏହା ବ୍ୟତୀତ ୧୦ ମହଲା ବିଶିଷ୍ଟ ସ୍ଲାଇଡି୍‌ଂ ବି ପ୍ରସ୍ତୁତ କରାଯାଇଛି।

ଜାହାଜ ମଝିରେ ସେଣ୍ଟ୍ରାଲ ପାର୍କ ରହିଛି। ଗୋଟିଏ ପଟରୁ ଆଉ ଅନ୍ୟ ପଟକୁ ଯିବା ପାଇଁ ବୋର୍ଡବ୍ୟାଙ୍କ ନିର୍ମାଣ ବି କରାଯାଇଛି। ଏହି ଜାହାଜରେ ୬,୭୮୦ ଯାତ୍ରୀ ଯିବା ପାଇଁ ବ୍ୟବସ୍ଥା ରହିଛି। ଏଥିରେ ସ୍ପା, ଜିମ୍‌ ଏବଂ ମନୋରଞ୍ଜନ ପାଇଁ ଥିଏଟର ଅଛି। ଏହି ଜାହାଜରେ ୨୪ଟି ଲିଫ୍ଟ ଥିବା ବେଳେ ୨,୭୫୯ଟି କ୍ୟାମେରା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ଭୁବନେଶ୍ବର,୨।୧: ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା...

Iran Protests: ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି ଇରାନ! ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୧ବିଶ୍ୱର ବିଭିନ୍ନ ଦେଶ ନୂତନ ବର୍ଷ ପାଳନ କରୁଥିବା ବେଳେ, ଇରାନ ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି । ଆର୍ଥିକ ସଙ୍କଟ ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri