Posted inଫୁରସତ

ବିଶ୍ୱର ସବୁଠୁ ବଡ଼ ଜାହାଜ, ଦାମ୍‌ ରହିଛି…

ଟାଇଟନିକ୍‌ ଜାହାଜ ସମ୍ପର୍କରେ ତ ଜାଣିଥିବେ ନିଶ୍ଚିତ। ମାତ୍ର ଆଜିର ସମୟରେ ‘ସିମ୍ଫୋନୀ ଅଫ୍‌ ଦ ସିଜ୍‌’ହେଉଛି ବିଶ୍ୱର ସବୁଠୁ ବଡ଼ ଜାହାଜ। ଏକ ରିପୋର୍ଟ ଅନୁସାରେ, ଏହି ଜାହାଜର ଦାମ୍‌ ୮୭୧୧ କୋଟି। ଏହା ଭିତରେ ରହିଛି ସମସ୍ତ ସୁବିଧା। ଯାହା ସମ୍ପର୍କରେ ଜାଣିଲେ ଖୁସି ହେବେ।

୨ ଲକ୍ଷ ୩୦ ହଜାର ଟନ୍‌ ଓଜନ ଏହି ଜାହାଜର ଚଉଡ଼ା ୨୧୫.୫ ଫୁଟ ଏବଂ ଲମ୍ବ ୧୧୮୮ ଫୁଟ। ଏହା ପ୍ରତି ଘଣ୍ଟାରେ ୪୦.୭୪ କିମି ବେଗରେ ଗତି କରିଥାଏ। ଏହି ଜାହାଜ ଉପରେ ପିଲାଙ୍କ ପାଇଁ ରହିଛି ଓ୍ବାର୍ଟର ପାର୍କ। ଏହା ବ୍ୟତୀତ ୧୦ ମହଲା ବିଶିଷ୍ଟ ସ୍ଲାଇଡି୍‌ଂ ବି ପ୍ରସ୍ତୁତ କରାଯାଇଛି।

ଜାହାଜ ମଝିରେ ସେଣ୍ଟ୍ରାଲ ପାର୍କ ରହିଛି। ଗୋଟିଏ ପଟରୁ ଆଉ ଅନ୍ୟ ପଟକୁ ଯିବା ପାଇଁ ବୋର୍ଡବ୍ୟାଙ୍କ ନିର୍ମାଣ ବି କରାଯାଇଛି। ଏହି ଜାହାଜରେ ୬,୭୮୦ ଯାତ୍ରୀ ଯିବା ପାଇଁ ବ୍ୟବସ୍ଥା ରହିଛି। ଏଥିରେ ସ୍ପା, ଜିମ୍‌ ଏବଂ ମନୋରଞ୍ଜନ ପାଇଁ ଥିଏଟର ଅଛି। ଏହି ଜାହାଜରେ ୨୪ଟି ଲିଫ୍ଟ ଥିବା ବେଳେ ୨,୭୫୯ଟି କ୍ୟାମେରା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ

କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…

ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ

ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି…

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍‌: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ

ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri