Posted inଫୁରସତ

ବିଶ୍ୱର ସବୁଠୁ ବିପଜ୍ଜନକ ପୋଲ

ପେରୁର ଏକ ଆଦିବାସୀ ଗାଁ କୁଜ୍‌କୋ; ଯାହା ମୁଖ୍ୟ ସହର ସହ ସଂଯୁକ୍ତ ହେବା ପାଇଁ ଏକ ଦଉଡ଼ି ପୋଲର ସହାୟତା ନେଇଥାଏ, ତାକୁ ବିଶ୍ୱର ସବୁଠୁ ବିପଜ୍ଜନକ ପୋଲ ବୋଲି କୁହାଯାଉଛି। ଏକ ପର୍ବତୀୟ କ୍ଷେତ୍ରରେ ଥିବା ଆପୁରିମାକ୍‌ ନଦୀଠୁ ପ୍ରାୟ ୨୦୦ ଫୁଟ୍‌ ଉଚ୍ଚରେ ନିର୍ମିତ ଏହି ଦଉଡ଼ି ପୋଲର ଲମ୍ବ ୧୧୮ ଫୁଟ୍‌ ରହିଛି। ଜଙ୍ଗଲୀ ଘାସରେ ତିଆରି ରଶିରେ ୧୦୦ ଫୁଟ୍‌ରୁ ଅଧିକ ଲମ୍ବା ଏହି ପୋଲକୁ ଗ୍ରାମବାସୀମାନେ ପ୍ରତିବର୍ଷ ତିଆରି କରିଥାନ୍ତି। କୁହାଯାଉଛି, ଏହି ଦଉଡ଼ି ପୋଲର ନିର୍ମାଣ କାର୍ଯ୍ୟ ୫୦୦ ବର୍ଷ ପୁରୁଣା। ଗ୍ରାମବାସୀଙ୍କୁ ପେରୁ ଯିବା ପାଇଁ ଏହା ଏକମାତ୍ର ରାସ୍ତା; ଯାହା ପବନରେ ଦୋଳାୟମାନ ହେଉଥାଏ। ବିପଜ୍ଜନକ ଭାବେ ଏଥିରେ ଯିବାଆସିବା କରିବାକୁ ପଡ଼େ ସେମାନଙ୍କୁ। ପ୍ରତିବର୍ଷ ନୂଆ ବ୍ରିଜ୍‌ ହେବା ପରେ ଗ୍ରାମବାସୀ ଉତ୍ସବ ପାଳନ କରିଥାନ୍ତି। ଏହାସହ ଗ୍ରାମଦେବୀଙ୍କ ନିକଟରେ ରାସ୍ତାରେ ଯାଉଥିବା ଲୋକଙ୍କ ଶୁଭମନାସି ପ୍ରାର୍ଥନା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri