Posted inଫୁରସତ

ବିଶ୍ୱର ସବୁଠୁ ବିପଦପୂର୍ଣ୍ଣ ରେଳ ଟ୍ରାକ୍‌, ଯେଉଁଠି ଅଟକିଯାଏ ନିଃଶ୍ୱାସ

ଆପଣ ଅନେକ ରୋମାଞ୍ଚକର ରାସ୍ତାରେ ଯିବାଆସିବା କରିଥିବେ। କିନ୍ତୁ କେବେ ବିପଦପୂର୍ଣ୍ଣ ରେଳ ଟ୍ରାକ୍‌ରେ ଯାତ୍ରା କରିଛନ୍ତି କି? ଯଦି ନା ତେବେ ଜାଣନ୍ତୁ ଏପରି ଏକ ଭୟଙ୍କର ଟ୍ରାକ୍‌ ସମୟରେ। ଯେଉଁଠି ଅଟକି ଯାଇଥାଏ ନିଃଶ୍ୱାସ।

ଏପରି ଏକ ବିପଦପୂର୍ଣ୍ଣ ରେଳ ଟ୍ରାକ୍‌ ରହିଛି ଥାଇଲାଣ୍ଡର କଞ୍ଚନପୁରୀ ଜିଲାରେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଏହି ଟ୍ରାକ୍‌କୁ ଜାପାନୀମାନେ ତିଆରି କରିଥିଲେ। ସେତେବେଳେ ଶହ ଶହ ସଂଖ୍ୟାରେ ଇଂରେଜ ଏବଂ କଏଦୀଙ୍କ ମୃତ୍ୟୁ ଘଟିଥିଲା। ଏହି ରେଳରାସ୍ତା ନଦୀ କୂଳେ କୂଳେ ଯାଇଛି। ଘଞ୍ଚ ଜଙ୍ଗଲ ଦେଇ ଟ୍ରେନ୍‌ ଗତ କରିଥାଏ। ଫଳରେ ଯାତ୍ରୀମାନେ ଭୟଭୀତ ହୋଇପଡ଼ନ୍ତି। ଏହି ଟ୍ରାକ୍‌କୁ ‘ ଦ ଡେଥ ରେଲ୍‌ଓ୍ବେ’ ମଧ୍ୟ କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri