Posted inଫୁରସତ

ବିଶ୍ୱର ସବୁଠୁ ବୟସ୍କ ଦମ୍ପତି ପାଳିଲେ ୮୦ତମ ବିବାହ ବାର୍ଷିକୀ

ଟେକ୍ସାସ,୧୮।୧୨: ଆମେରିକାର ଟେକ୍ସାସ ସହରରେ ବିଶ୍ୱର ସବୁଠୁ ବୟସ୍କ ଦମ୍ପତି ନିଜର ୮୦ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଲଙ୍ଗହର୍ନ ସହରରେ ରହୁଥିବା ୧୦୬ ବର୍ଷୀୟ ଜନ୍‌ ହେଣ୍ଡର୍ସନ ଏବଂ ତାଙ୍କ ସ୍ତ୍ରୀ ୧୦୫ ବର୍ଷୀୟା ଶେର୍ଲୋଟ ନିଜ ବିବାହ ବାର୍ଷିକୀ ବେଶ୍‌ ନିରାଡମ୍ବରେ ସେଲିବ୍ରେଟ୍‌ କରିଛନ୍ତି। ୧୯୩୪ରେ ଟେକ୍ସାସ ୟୁନିଭରସିଟିରୁ ଜନ୍‌ ହେଣ୍ଡର୍ସନ ଏବଂ ଶେର୍ଲୋଟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ୧୯୩୯ରେ ଉଭୟ ବିବାହ କରିଥିଲେ। ଏହାର କିଛି ମାସ ପରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହୋଇଥିଲା। ଜନ୍‌ ହେଣ୍ଡର୍ସନ ଜଣେ ପୁଟବଲ୍‌ ଖେଳାଳି ଥିଲେ। ୧୦୬ ବର୍ଷରେ ମଧ୍ୟ ସେ ଏବେ ବି ଫୁଟବଲ୍‌ ଖେଳୁଛନ୍ତି। ଜନ୍‌ ଏବଂ ଶେର୍ଲୋଟଙ୍କ ମଧ୍ୟରେ କେବେ ଝଗଡା ହୁଏ ନାହିଁ, ସେମାନେ ସମସ୍ତଙ୍କ ପାଇଁ ଆଦର୍ଶ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବିରଳ ଶିଶୁପୁତ୍ରକୁ ଜନ୍ମ ଦେବା ପରେ ଛାଡ଼ି ଚାଲିଗଲେ ମା’

ମା’ର ମମତା ଆଗରେ ସବୁକିଛି ତୁଚ୍ଛ। ଜଣେ ମା’ ତାର ସନ୍ତାନର ଖୁସି ପାଇଁ ସବୁକିଛି କରିବାକୁ ରାଜି ଥାଏ। ବେଳେ ବେଳେ ଏମିତିକିଛି ଘଟଣା...

ବିଶ୍ୱର ସବୁଠୁ ମହଙ୍ଗା ହ୍ୟାଣ୍ଡବ୍ୟାଗ୍‌ : ୧.୪୪ କୋଟିରେ ହେଲା ନିଲାମ

ଲଣ୍ଡନ : ବିଶ୍ୱର ସବୁଠୁ ମହଙ୍ଗା ହ୍ୟାଣ୍ଡବ୍ୟାଗ୍‌ ମଧ୍ୟରେ ଶୁମାର ହର୍ମିସ ବିର୍କିନର ଏକ ହ୍ୟାଣ୍ଡବ୍ୟାଗ୍‌ ସ୍ଥାନ ପାଇଛି। ଯାହା ୧.୪୪ କୋଟି ଟଙ୍କାରେ ନିଲାମ...

ରହସ୍ୟମୟ ନାଗାସାଧୁ: କରିଥାନ୍ତି ୧୭ ଶୃଙ୍ଗାର

ନୂଆଦିଲ୍ଲୀ: ବିବାହିତ ମହିଳାମାନେ ୧୬ ଶୃଙ୍ଗାର କରୁଥିବା ଆଲୋଚନା କରାଯାଏ। ମାନ୍ୟତା ରହିଛି, ଏହା କେବଳ ସୁନ୍ଦରତା ବଢ଼ାଇ ନ ଥାଏ ବରଂ ଭାଗ୍ୟ ସହିତ...

ଟଳିଲା ବିପଦ: ସ୍କୁଲ ବସ୍‌ ଆକାରର ଜଳନ୍ତା ଗ୍ରହାଣୁ ପିଣ୍ଡ ପୃଥିବୀକୁ କଲା ଅତିକ୍ରମ

ଓ୍ବାଶିଂଟନ, ୨୪।୯: ସ୍କୁଲ ବସ୍‌ ଆକାର ଏକ ଜଳନ୍ତା ଗ୍ରହାଣୁ ପିଣ୍ଡ ପୃଥିବୀକୁ ଗୁରୁବାର ମଧ୍ୟାହ୍ନରେ ଅତିକ୍ରମ କରିଛି। ନାସା ପକ୍ଷରୁ କୁହାଯାଇଛି ଯେ, ଗ୍ରହାଣୁ...

ପ୍ରପୋଜ କରିବାର ୫ ଦିନ ପରେ ହେଲା ଝଗଡା, ଗର୍ଲଫ୍ରେଣ୍ଡ୍‌ଙ୍କୁ ହତ୍ୟା କଲେ ଯୁବକ

ଟେକ୍ସାସ, ୫।୧: ଆମେରିକାର ଟେକ୍ସାସ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରପୋଜ କରିବାର ୫ ଦିନ ପରେ ଜଣେ ଯୁବକ ନିଜ ଗର୍ଲଫ୍ରେଣ୍ଡ୍‌ଙ୍କୁ ହତ୍ୟା...

ସେଦିନର ଗୌରବ ଆଜି ବିସ୍ମୃତିର ଗର୍ଭରେ

ଭାଙ୍ଗିଛି ମଠ ଶ୍ରୀକ୍ଷେତ୍ରର ଐତିହ୍ୟ ହଜାର ହଜାର ବର୍ଷ ପରମ୍ପରାରୁ ଗଢିଉଠିଛି। ମହାପ୍ରଭୁଙ୍କ ଉପାସନାର ମୂଲ୍ୟବୋଧକୁ ସର୍ବଭାରତୀୟସ୍ତରରେ ପହଞ୍ଚାଇବାରେ ମଠଗୁଡ଼ିକର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ମଠ...

ଷ୍ଟକ୍‌ ମାର୍କେଟରେ ବୁଡ଼ିଗଲା ଅର୍ଥ, ପରେ ଏମିତି ପଦକ୍ଷେପ ନେଲେ ଫ୍ୟାକ୍ଟ୍ରି କର୍ମଚାରୀ

ବେଜିଂ,୧।୪: ଚାଇନାର ଜଣେ ଫ୍ୟାକ୍ଟ୍ରି କର୍ମଚାରୀ ଆତ୍ମହତ୍ୟା କରିଛନ୍ତି। କାରଣ ଏହି କର୍ମଚାରୀ ଜଣକ ଷ୍ଟକ୍‌ ମାର୍କେଟରେ ୬ ଲକ୍ଷ ଟଙ୍କା ହରାଇଥିଲେ। ଏହା ପରେ...

କୁନି ମୁଣ୍ଡର ସୁରକ୍ଷା କବଚ ଏଇ ବ୍ୟାକ୍‌ପ୍ୟାକ୍‌

କୁନି ପିଲାଟି ବସିବା ଆରମ୍ଭ କଲେ ଅବା ଟଳମଳ ପାଦ ପକାଇ ଚାଲିବା ଆରମ୍ଭ କଲେ ମା’ବାପାଙ୍କୁ ବହୁତ ଖୁସି ଲାଗେ। ହେଲେ ଡର ଥାଏ...

Advertisement
Archives

Model This Week