Posted inଖେଳ

ବିଶ୍ୱର ସବୁଠୁ ଡେଙ୍ଗା କ୍ରିକେଟର୍‌ ବୋଲିଂ କରିବେ ସ୍ପିନ୍‌

ଖୁବ୍‌ଶୀଘ୍ର ବିଶ୍ୱର ସବୁଠୁ ଡେଙ୍ଗା କ୍ରିକେଟରଙ୍କୁ ପଡିଆରେ ଦେଖିବାକୁ ମିଳିବ। ମହମ୍ମଦ ମୁଦସାର ନାମକ ଜଣେ ପାକିସ୍ତାନ କ୍ରିକେଟରଙ୍କୁ ପାକିସ୍ତାନ ସୁପର୍‌ ଲିଗ୍‌ରେ ଖେଳୁଥିବାର ଦେଖିବାକୁ ମିଳିବ। ୨୧ ବର୍ଷୀୟ ମହମ୍ମଦଙ୍କ ଉଚ୍ଚତା ୭ ଫୁଟ ୫ ଇଞ୍ଚ ବୋଲି ଜଣାପଡିଛି। ଏବେ ଅନ୍ତର୍ଜାତୀୟ କ୍ରିକେଟରେ ସବୁଠୁ ଲମ୍ବା କ୍ରିକେଟର ଭାବେ ପାକିସ୍ତାନର ମହମ୍ମଦ ଇରଫାନ୍‌ ଖେଳୁଛନ୍ତି। ୩୭ ବର୍ଷୀୟ ଇରଫାନ୍‌ଙ୍କ ଉଚ୍ଚତା ୭ ଫୁଟ ଏକ ଇଞ୍ଚ୍‌। ଯଦି ମୁଦସାର ପାକିସ୍ତାନ ପକ୍ଷରୁ ଅନ୍ତର୍ଜାତୀୟ କ୍ରିକେଟ ଖେଳନ୍ତି ତେବେ ସେ ବିଶ୍ୱର ସବୁଠୁ ଲମ୍ବା କ୍ରିକେଟର ଭାବେ ଖ୍ୟାତି ଅର୍ଜନ କରିବେ। ମହମ୍ମଦ ଇରଫାନ ପେସ୍‌ ବୋଲିଂ କରୁଥିବାବେଳେ ମୁଦସାର ସ୍ପିନ୍‌ ବୋଲିଂ କରିବେ। ଖୁବ୍‌ଶୀଘ୍ର ବିଶ୍ୱର ସବୁଠୁ ଲମ୍ବା କ୍ରିକେଟରଙ୍କୁ ପଡିଆରେ ଦେଖିବାକୁ ମିଳିବ। ମହମ୍ମଦ ମୁଦସାର ନାମକ ଜଣେ ପାକିସ୍ତାନ କ୍ରିକେଟରଙ୍କୁ ପାକିସ୍ତାନ ସୁପର୍‌ ଲିଗ୍‌ରେ ଖେଳୁଥିବାର ଦେଖିବାକୁ ମିଳିବ। ୨୧ ବର୍ଷୀୟ ମହମ୍ମଦଙ୍କ ଉଚ୍ଚତା ୭ ଫୁଟ ୫ ଇଞ୍ଚ ବୋଲି ଜଣାପଡିଛି। ଏବେ ଅନ୍ତର୍ଜାତୀୟ କ୍ରିକେଟରେ ସବୁଠୁ ଲମ୍ବା କ୍ରିକେଟର ଭାବେ ପାକସ୍ତାନର ମହମ୍ମଦ ଇରଫାନ୍‌ ଖେଳୁଛନ୍ତି। ୩୭ ବର୍ଷୀୟ ଇରଫାନ୍‌ଙ୍କ ଉଚ୍ଚତା ୭ ଫୁଟ ଏକ ଇଞ୍ଚ୍‌। ଯଦି ପାକିସ୍ତାନ ପକ୍ଷରୁ ମୁଦସାର ପାକିସ୍ତାନ ପକ୍ଷରୁ ଅନ୍ତର୍ଜାତୀୟ କ୍ରିକେଟ ଖେଲନ୍ତgି ତେବେ ସେ ବିଶ୍ୱର ସବୁଠୁ ଲମ୍ବା କ୍ରିକେଟର ଭାବେ ଖ୍ୟାତି ଅର୍ଜନ କରିବେ। ମହମ୍ମଦ ଇରଫାନ ପେସ୍‌ ବୋଲିଂ କରୁଥିବାବେଳେ ମୁଦସାର ସ୍ପିନ୍‌ ବୋଲିଂ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri