Posted inଫୁରସତ

ବିଶ୍ୱର ସବୁଠୁ ସୁନ୍ଦରୀ ରାଣୀ, ତାଙ୍କ ରହସ୍ୟମୟ ଜୀବନ ସମ୍ପର୍କରେ ଜାଣନ୍ତୁ…

ଇତିହାସରେ ଅନେକ ରାଣୀଙ୍କ ବିଷୟରେ ଶୁଣିଥିବେ। ମାତ୍ର ବିଶ୍ୱରେ ଏମିତି ଜଣେ ରାଣୀ ଅଛନ୍ତି, ଯେକି ଖୁବ୍‌ ସୁନ୍ଦର। ତାଙ୍କୁ କେବଳ ସୁନ୍ଦରୀ ଭାବରେ ଗଣନା କରାଯାଏ ନାହିଁ, ତାଙ୍କ ଜୀବନ ମଧ୍ୟ ବେଶ୍‌ ରହସ୍ୟମୟ ଥିଲା। ଯାହା ଆଜି ବି ସମସ୍ତେ ଜାଣିବା ପାଇଁ ଚାହାନ୍ତି।

ଏମିତି ଜଣେ ରାଣୀ ଥିଲେ ମିଶରରେ। ରାଜକୁମାରୀ କ୍ଲିୟୋପେଟ୍ରାଙ୍କୁ ସୌନ୍ଦର୍ଯ୍ୟର ଦେବୀ କୁହାଯାଏ। କ୍ଲିୟୋପେଟ୍ରା ଯେତିକି ସୁନ୍ଦର ଥିଲେ ତା’ଠୁ ଅଧିକ ଚତୁର ଏବଂ ଷଡ଼ଯନ୍ତ୍ରକାରୀ ଥିଲେ। ପିତାଙ୍କ ଦେହାନ୍ତ ପରେ ମାତ୍ର ୧୪ ବର୍ଷ ବୟସରେ କ୍ଲିୟୋପେଟ୍ରା ଏବଂ ଭାଇ ଟୋଲେମୀ ଡିଓନିସସ୍‌ ମିଳିତ ଭାବେ ରାଜ୍ୟ ପ୍ରାପ୍ତ କରିଥିଲେ।

ଭାଇଙ୍କ ହାତରେ ରାଜ୍ୟ ଠିକ୍‌ରେ ଚାଲିଲା ନାହିଁ। ସିରିଆର ଶରଣ ନେବାକୁ ପଡ଼ିଲା କିନ୍ତୁ ରାଜକୁମାରୀ ସାହସ ଛାଡ଼ିଲେ ନାହିଁ। ରୋମ୍‌ର ଶାସକ ଜୁଲିୟସ୍‌ ସିଜରଙ୍କୁ ନିଜର ମୋହରେ ଫସାଇ କ୍ଲିୟୋପେଟ୍ରା ମିଶର ଉପରେ ଆକ୍ରମଣ କରିଥିଲେ। ସିଜର ଟୋଲେମୀଙ୍କୁ ମାରି କ୍ଲିୟୋପେଟ୍ରାଙ୍କୁ ମିଶର ରାଜ ସିଂହାସନରେ ବସାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri