Posted inଜାତୀୟ

ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟାଡିୟମର ଉଦ୍‌ଘାଟନ କରିବେ ନାହିଁ ଟ୍ରମ୍ପ

ନୂଆଦିଲ୍ଲୀ,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଓ ପରିବାର ସହ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ସୋମବାର ସେ ଗୁଜରାଟର ଅହମଦାବଦରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି। ଅହମଦାବାଦର ମୋଟେରା ଷ୍ଟ୍ରାଡିୟମରେ ଆୟୋଜିତ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ସେ ଡୋନାଲ୍ଡ ଟ୍ରମ୍ପ ଯୋଗଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଜାରି ରହିଛି। ଆଗରୁ ଶୁଣିବାକୁ ମିଳିଥିଲା କି ଟ୍ରମ୍ପ ଏହି ଅବସରରେ ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟ୍ରାଡିୟମ ମୋଟେରା ଷ୍ଟାଡିୟମର ଉଦ୍‌ଘାଟନ କରିବେ। ହେଲେ ଶୁକ୍ରବାର ଗୁଜରାଟ କ୍ରିକେଟ ଆସୋସିଏଶନର ଉପାଧ୍ୟକ୍ଷଙ୍କ ସୂଚନା ଅନୁଯାୟୀ ଟ୍ରମ୍ପ ମୋଟେରା ଷ୍ଟାଡିୟମର ଉଦ୍‌ଘାଟନ କରିବେ ନାହିଁ। ସେ କେବଳ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିଯିବେ। ସୂଚନାଯୋଗ୍ୟ, ଟ୍ରମ୍ପଙ୍କୁ ସ୍ବାଗତ କରିପା ପାଇଁ ମୋଟାରା ଷ୍ଟାଡିୟମରେ ସମସ୍ତ ପ୍ରସ୍ତୁତି ଚାଲିଥିବା ବେଳେ ମୋଦି ଓ ଟ୍ରମ୍ପଙ୍କ କାର୍ଯ୍ୟକ୍ରମକୁ ଦେଖିବା ଲାଗି ବଡ ଏଲ୍‌ଇଡି ସ୍କ୍ରିନର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri