Posted inଜାତୀୟ

ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟାଡିୟମର ଉଦ୍‌ଘାଟନ କରିବେ ନାହିଁ ଟ୍ରମ୍ପ

ନୂଆଦିଲ୍ଲୀ,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଓ ପରିବାର ସହ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ସୋମବାର ସେ ଗୁଜରାଟର ଅହମଦାବଦରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି। ଅହମଦାବାଦର ମୋଟେରା ଷ୍ଟ୍ରାଡିୟମରେ ଆୟୋଜିତ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ସେ ଡୋନାଲ୍ଡ ଟ୍ରମ୍ପ ଯୋଗଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଜାରି ରହିଛି। ଆଗରୁ ଶୁଣିବାକୁ ମିଳିଥିଲା କି ଟ୍ରମ୍ପ ଏହି ଅବସରରେ ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟ୍ରାଡିୟମ ମୋଟେରା ଷ୍ଟାଡିୟମର ଉଦ୍‌ଘାଟନ କରିବେ। ହେଲେ ଶୁକ୍ରବାର ଗୁଜରାଟ କ୍ରିକେଟ ଆସୋସିଏଶନର ଉପାଧ୍ୟକ୍ଷଙ୍କ ସୂଚନା ଅନୁଯାୟୀ ଟ୍ରମ୍ପ ମୋଟେରା ଷ୍ଟାଡିୟମର ଉଦ୍‌ଘାଟନ କରିବେ ନାହିଁ। ସେ କେବଳ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିଯିବେ। ସୂଚନାଯୋଗ୍ୟ, ଟ୍ରମ୍ପଙ୍କୁ ସ୍ବାଗତ କରିପା ପାଇଁ ମୋଟାରା ଷ୍ଟାଡିୟମରେ ସମସ୍ତ ପ୍ରସ୍ତୁତି ଚାଲିଥିବା ବେଳେ ମୋଦି ଓ ଟ୍ରମ୍ପଙ୍କ କାର୍ଯ୍ୟକ୍ରମକୁ ଦେଖିବା ଲାଗି ବଡ ଏଲ୍‌ଇଡି ସ୍କ୍ରିନର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଉପରେ ଭାରତର ଡିଜିଟାଲ ଷ୍ଟ୍ରାଇକ: ବନ୍ଦ ହୋଇପାରେ ପବ୍‌ଜି

ନୂଆଦିଲ୍ଲୀ,୨୭।୭: ଭାରତ-ଚାଇନା ସୀମା ବିବାଦ ପରେ ଏବେ ଚାଇନାଠାରୁ ସମ୍ପୂର୍ଣ୍ଣ ଭାବେ ସମ୍ପର୍କ ଛିନ୍ନ କରିବା ଲକ୍ଷ୍ୟରେ ରହିଛି ଭାରତ। ଏହାର ୫୯ ଆପ୍‌କୁ ଦେଶ...

ଦକ୍ଷିଣ ରାଜ୍ୟ ଆଗରେ ମୁଣ୍ଡ ନୋଇଲେ କେନ୍ଦ୍ର ସରକାର: ଶିକ୍ଷା ନୀତି ଡ୍ରାଫ୍ଟ୍‌ରେ ପରିବର୍ତ୍ତନ; ଏବେ ହିନ୍ଦୀ ନୁହେଁ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥଥରେ କ୍ଷମତାକୁ ଆସିବାରେ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ପାଇଁ ଏକ ଡ୍ରାଫ୍ଟ୍‌ ପ୍ରସ୍ତୁତ କରିଥିଲେ। ଏଥିରେ ହିନ୍ଦୀ...

ଲଗାଣ ବର୍ଷାରେ ବେହାଲ ମାୟାନଗରୀ: ସହରରେ ଆଲର୍ଟ, ସ୍କୁଲ, କଲେଜ ବନ୍ଦ

ମୁମ୍ବାଇ,୪।୯: ମୁମ୍ବାଇ ଓ ଆଖପାଖ ଜିଲାରେ ମଙ୍ଗଳବାର ଲଗାତାର ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ମୁମ୍ବାଇର କିଙ୍ଗ୍‌ ସର୍କିଲ ଓ ଗାନ୍ଧୀ...

ସାମାଜିକ ଦୂରତା ହ୍ରାସ ପାଇଲେ ବଢ଼ିବ ସଙ୍କଟ: ମୋଦି

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ଭାଇରସ୍‌ ମହାମାରୀ ସଙ୍କଟ ଜାରି ରହିଛି। ଦିନକୁ ଦିନ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ...

ଆମ୍‌ ଆଦମୀ ପାର୍ଟିରେ ଯୋଗଦେଲେ ଭାଜପା ନେତା

ନୂଆଦିଲ୍ଲୀ,୨୫।୧: ପୂର୍ବତନ ରାଜ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ ବରିଷ୍ଠ ନେତା ଶନିବାର ପଦ୍ମଛାଡି ଝାଡୁ ଧରିଛନ୍ତି। ଅର୍ଥାତ୍‌ ଭାଜପା ନେତା ହରଶରଣ ସିଂ...

ମୃତ୍ୟୁକାଳୀନ ଜମାନବନ୍ଦୀ ଆଧାରରେ ଦୋଷୀ ସାବ୍ୟସ୍ତ କରାଯାଇପାରିବ

ନୂଆଦିଲ୍ଲୀ,୧୦ା୫: ଜଣଙ୍କର ମୃତ୍ୟୁକାଳୀନ ଜମାନବନ୍ଦୀକୁ ସତ୍ୟ ଓ ସ୍ବେଚ୍ଛାକୃତ ବୋଲି କୋର୍ଟ ଗ୍ରହଣ କରିବା ପରେ ତାକୁ ଦଣ୍ଡବିଧାନର ମୌଳିକ ଆଧାର ରୂପେ ଧରାଯାଇପାରିବ। ଏଥିଲାଗି...

ଚୁଡାନ୍ତ ଅନୁମୋଦନ ନ ମିଳିବା ପର୍ଯ୍ୟନ୍ତ କରୋନିଲର ବିଜ୍ଞାପନ କରି ନ ଥାଆନ୍ତା ପତଞ୍ଜଳି: ଆୟୁଷ ମନ୍ତ୍ରୀ

ନୂଆଦିଲ୍ଲୀ,୨୫।୬: ଗୋଟିଏ ପଟେ କରୋନା ମହାମାରୀ ଚିନ୍ତା ବଢାଇ ଚାଲିଥିବା ବେଳେ ଅନ୍ୟପଟେ କରୋନା ପାଇଁ ଯୋଗଗୁରୁ ବାବା ରାମଦେବଙ୍କ ପତଞ୍ଜଳି ଆୟୁର୍ବେଦ ଔଷଧ ପ୍ରସ୍ତୁତି...

ଲକ୍ଷ୍ନୌରେ ଗଡ଼ିଲା ତେଜସ ଏକ୍ସପ୍ରେସ: ଯୋଗୀ ଆଦିତ୍ୟନାଥ କଲେ ଶୁଭାରମ୍ଭ

ଲକ୍ଷ୍ନୌ,୪।୧୦: ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ ତେଜସ ଏକ୍ସପ୍ରେସ ଶୁକ୍ରବାର ଟ୍ରାକ୍‌ରେ ଗଡ଼ିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌ ଷ୍ଟେସନରେ ପତାକା ଦେଖାଇ ଏହାର...

Advertisement
Archives

Model This Week