‘ବିଶ୍ୱସ୍ତ, କ୍ରିୟାଶୀଳ ହେଉ ଶାସନତନ୍ତ୍ର’

ଭୋଗରାଇ, ୧୩।୧(ପ୍ରଦୀପ ଦାସ)-ସନାତନ ଧର୍ମ ସମସ୍ତ ଧର୍ମର ଆଧାର। ଏହାର ବିକଳ୍ପ ନାହଁି କି ଶେଷ ନାହଁି। ସମଗ୍ର ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ିଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାମତ୍ିକ ବ୍ୟକ୍ତିବିଶେଷ ସୁରକ୍ଷିତ ନୁହନ୍ତି। ସମାଜରେ ଅରାଜକତା, ନୀତିହୀନ ରାଜନୀତି, ଅସାମାଜିକ କ୍ରିୟାକଳାପ ବଢ଼ି ଚାଲୁଥିବାବେଳେ ରାଷ୍ଟ୍ରଭକ୍ତମାନେ ଅଣ୍ଟା ଭିଡ଼ିବାକୁ ପୁରୀ ଗୋବର୍ଦ୍ଧନ ପୀଠର ମଠାଧୀଶ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଗଙ୍ଗା ସାଗରରେ ମକର ବୁଡ଼ ପକାଇବା ଉଦ୍ଦେଶ୍ୟରେ ଆସି ସୋମବାର ଏକ ଖବରଦାତା ସମ୍ମିଳନୀରେ ମତପ୍ରକାଶ କରିଛନ୍ତି।
ଗୁରୁଜୀ କହିଥିଲେ ଯେ, ଦିଶାହୀନ ରାଜନୀତି ଆମଦେଶକୁ କଳୁଷିତ କରୁଛି। ଆଧୁନିକ ଯୁଗରେ ଶାସନତନ୍ତ୍ର ବିଶ୍ୱସ୍ତ ଓ କ୍ରିୟାଶୀଳ ହେବାରେ ସକ୍ଷମ ହେଉନାହଁି। ଯାହାକି ଆମ ସଂସ୍କୃତି ଉପରେ କୁଠାରାଘାତ ସଦୃଶ୍ୟ। ଭାରତ ସମେତ ନେପାଳ, ଭୁଟାନ ଦେଶକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରାଯାଉ। ଏହା ଦ୍ୱାରା ଶ୍ରୀକ୍ଷେତ୍ର ପୁରୀ ସହିତ ସାରା ଭାରତରେ ଧାର୍ମିକ, ଆଧ୍ୟାମତ୍ିକ ଓ ମାନବବାଦ ବାତାବରଣ ପ୍ରତିଷ୍ଠା ହେବ। ବିକାଶଧାରାର ସୁପଳ ମିଳିବ। ପୁରୀ ଗୋବର୍ଦ୍ଧନ ପୀଠର ପରିସୀମା ଗଙ୍ଗାସାଗର ଅଧୀନରେ ଥିବାରୁ ଏହି ଧାର୍ମିକ ସ୍ଥାନକୁ କେନ୍ଦ୍ରସରକାର ଜାତୀୟ ତୀର୍ଥ ସ୍ଥାନ ଘୋଷଣା କରନ୍ତୁ ବୋଲି ସେ ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଚମଡ଼ା ଜବତ ଘଟଣା : ତନ୍ତ୍ର ସାଧନାରେ ବ୍ୟବହୃତ ହେଉଥିଲା

ପରଜଙ୍ଗ, ୨୬।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଲେଇ ଗ୍ରାମ ତାଳେଶ୍ୱର ଶିବମନ୍ଦିରରୁ ଜବତ କଲରାପତରିଆ ବାଘ ଚମଡ଼ା ତନ୍ତ୍ରସାଧନାରେ ବ୍ୟବହୃତ ହେଉଥିଲା। ଏଥିରେ...

୫୦ଏକର ଧାନ ନଷ୍ଟ କଲେ ହାତୀପଲ

ରାଇସୁଆଁ, ୨୩।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଜାମୁନାଳିଆ ଗ୍ରାମରେ ସୋମବାର ବିଳମ୍ବତି ରାତିରେ ୨୨ରୁ ଉର୍ଦ୍ଧ୍ୱ ହାତୀ ପଶି ୫୦ ଏକରରୁ ଅଧିକ ଧାନଫସଲ...

ଜିଲାପାଳ କ୍ଷମତା ଦେଖାଇଲେ ସରପଞ୍ଚ: ଆଖୁଆପାଳରେ ମଦ ବିକ୍ରି ବନ୍ଦ

ପରଜଙ୍ଗ, ୧୩।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବାକୁ ଜିଲାପାଳ କ୍ଷମତାର ପ୍ରୟୋଗ କରିଛନ୍ତି ସରପଞ୍ଚ ପ୍ରଦୀପ ବେହେରା।...

କ୍ଷମତାର ଅପବ୍ୟବହାର କରି ସରକାରଙ୍କୁ ଲୁଟୁଥିଲେ ସରପଞ୍ଚ

ଲୋଇସିଂହା,୨୭।୧: କ୍ଷମତାର ଅପବ୍ୟବହାର କରି ନିଜ ଦୁଇ ସମ୍ପର୍କୀୟଙ୍କ ନାଁରେ ୨ଟି ଗ୍ରାମୀଣ ଆବାସ ଘର ହାତେଇବା ବଲାଙ୍ଗୀର ସଦର ବ୍ଲକ ଲୋଇସିଂହା ଥାନା ଅନ୍ତର୍ଗତ...

ଧରାକୋଟ ରାଜପରିବାରର ରୋଚକ ରାଜନୀତି

ବ୍ରହ୍ମପୁର ଅଫିସ,୩।୭: ରାଜ୍ୟରେ ୧୯୫୧-୫୨ରୁ ୨୦୧୯ ମଧ୍ୟରେ ୧୬ ବିଧାନସଭା ନିର୍ବାଚନ ହୋଇଛି। ଗଞ୍ଜାମ ଜିଲା ଧରାକୋଟ ରାଜ ପରିବାରରୁ ୮ ଜଣ ବିଭିନ୍ନ ଦଳରୁ ବିଧାୟିକା...

ମାଣ୍ଡିଆ ଚାଷ କରି ଏସ୍‌ଏଚ୍‌ଜି ସ୍ବାବଲମ୍ବୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୧: କନ୍ଧମାଳ ଜିଲା ଫିରିଙ୍ଗିଆ ପଞ୍ଚାୟତ ସିଟିକାପଟି ଗାଁର ଧରଣୀ ପେନୁ ଓ ଅମ୍ବିକା ସ୍ବୟଂ ସହାୟିକା ଗୋଷ୍ଠୀର ୨୦ଜଣ ସଦସ୍ୟା ମାଣ୍ଡିଆ...

ଓଡ଼ିଶା ୪ର୍ଥ ଶ୍ରେଣୀ ପଞ୍ଚାୟତ କର୍ମଚାରୀ ସଂଘର ବୈଠକ

ଜୁନାଗଡ,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ରବିବାର ଓଡିଶା ୪ର୍ଥ ଶ୍ରେଣୀ କର୍ମଚାରୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ସଭାପତି...

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କରି ଜାଳିଦେଲେ!

ଯାଜପୁର ଅଫିସ,୨୦ା୭: ଯାଜପୁର ଜିଲା କଳିଙ୍ଗନଗର ଥାନା ସୁକିନ୍ଦା ବ୍ଲକ ପିଙ୍ଗଳ ପଞ୍ଚାୟତ ଅନ୍ତର୍ଗତ ନିମପଲ୍ଲୀ ଗ୍ରାମର ଏକ ଦମ୍ପତିଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ରବିବାର ବିଳମ୍ବିତ...

Advertisement
Archives

Model This Week