ବିଶ୍ୱ ଅର୍ଥନୀତି ଅସ୍ଥିରତା ଆଡ଼କୁ ଗତି କରୁଛି: ଶକ୍ତିକାନ୍ତ

ନୂଆଦିଲ୍ଲୀ,୨୮-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ବିଶ୍ୱ ଅର୍ଥନୀତିକୁ ନେଇ ନିଜର ମତପୋଷଣ କରିଛନ୍ତି। ଭି.ଶ୍ରୀନିବାସଙ୍କ ଦ୍ୱାରା ଲିଖିତ ‘ଇଣ୍ଡିଆଜ ରିଲେଶନ୍ସ ଓ୍ବିଥ୍‌ ଇଣ୍ଟରନ୍ୟାଶନାଲ ମନିଟାରୀ ଫଣ୍ଡ’ ଶୀର୍ଷକ ଏକ ପୁସ୍ତକର ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସେ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ବିଶ୍ୱ ଅର୍ଥନୀତି ଏକ ନୂଆ ତଥା ଅନିଶ୍ଚିତତା ଆଡକୁ ଠେଲି ହୋଇଯାଉଛି। ଏହି କାରଣରୁ ସମସ୍ୟାର ସମାଧାନ ହେବା କଠିନ ହୋଇଯିବ। ସେ କହିଛନ୍ତି ଯେ, ମୁକାବିଲା ମନୋଭାବ ବୃଦ୍ଧି ପାଇବା ଯୋଗୁ ଏବଂ ସୀମିତ ନୀତି ନିର୍ଦ୍ଧାରଣ ଭିତରେ ବିଶ୍ୱ ଏବେ ଉତ୍ତେଜନାପୂର୍ଣ୍ଣ ସମାଧାନ ନେଇ ଅନିଶ୍ଚିତତା ମଧ୍ୟକୁ ଗତି କରୁଛି। ବିକଶିତ ରାଷ୍ଟ୍ରଙ୍କ ମୋଟ ଋଣ ଜିଡିପିର ୧୦୦ ପ୍ରତିଶତ ଟପିଯାଇଛି। ବହୁ ବିକଶିତ ତଥା ବିକାଶଶୀଳ ଦେଶର ଅର୍ଥନୀତି ସଙ୍କୁଚିତ ହେବାରେ ଲାଗିଛି ବୋଲି ଗଭର୍ନର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବିଷ୍ୟତ ବିକ୍ରିକୁ ନେଇ ଚିନ୍ତାରେ ଅଟୋ କମ୍ପାନୀ

ନୂଆଦିଲ୍ଲୀ,୨୯।୪: ସାରା ଦେଶରେ ଲକ୍‌ଡାଉନ ଏବଂ ଚାହିଦା ହ୍ରାସ ଭଳି ସମସ୍ୟା ସହ ଦେଶର ଅଟୋ କମ୍ପାନୀଗୁଡ଼ିକ ଜୁଝିହେଉଛନ୍ତି। ମାନ୍ଦାବସ୍ଥା ଲାଗି ଗତ ଗୋଟିଏ ବର୍ଷ...

୨.୫ ଲକ୍ଷ ଗ୍ରାମପଞ୍ଚାୟତରେ ପହଞ୍ଚିବ ହାଇସ୍ପିଡ୍‌ ଇଣ୍ଟରନେଟ୍‌

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ସରକାର ଭାରତନେଟ୍‌ ପ୍ରକଳ୍ପ ଲାଗି ଅଦ୍ୟାବଧି ୨୦,୪୩୧ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏହି ଅର୍ଥ ବ୍ୟୟ କରି ଦେଶର ୨.୫ ଲକ୍ଷ...

୪୦% ଖସିଲା ଯାନ ବିକ୍ରି

ଭୁବନେଶ୍ୱର,୧୧।୮: କରୋନା ଯୋଗୁ ଅଟୋମୋବାଇଲ ବଜାର ପ୍ରଭାବିତ ସ୍ଥିତିରେ ରହିଛି। ଲଗାତର ଭାବେ ବିକ୍ରି ହ୍ରାସ ହେଉଥିବା ବେଳେ ଜୁଲାଇ ମାସରେ ଯାନ ବିକ୍ରି କମିଥିବା...

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଉଦ୍ୟୋଗ ଜଗତ ଚୁପ୍‌

ନୂଆଦିଲ୍ଲୀ,୨୧-୫: ଭାରତୀୟ ଉଦ୍ୟୋଗ ଜଗତ ସୋମବାର ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଚୁପ୍‌ ରହିଛି। କେହି କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। ରବିବାର ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ...

ସତର୍କ କଲା ଏସ୍‌ବିଆଇ: ଜୁନ୍‌ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…

ନୂଆଦିଲ୍ଲୀ,୨।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଗ୍ରାହକମାନଙ୍କୁ ଜୁନ୍‌ ୩୦ ସୁଦ୍ଧା ସେମାନଙ୍କର ପାନ୍‌-ଆଧାର ଲିଙ୍କ୍‌ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର...

ଆର୍‌ବିଆଇ ଗଭର୍ନରଙ୍କୁ ସମନ କରିବ ସଂସଦୀୟ କମିଟି

ନୂଆଦିଲ୍ଲୀ,୧୧-୧୦: ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଏବଂ ଅର୍ଥ ମନ୍ତ୍ରଣାଳୟ ବରିଷ୍ଠ ଅଧିକାରୀଙ୍କୁ ସଂସଦୀୟ କମିଟି ସମନ କରିବ। ଦେଶର ଅର୍ଥନୈତିକ ମାନ୍ଦାବସ୍ଥା ସମ୍ପର୍କରେ...

ରପ୍ତାନି କଟକଣା ପରେ କମୁଛି ପିଆଜ ଦର

ଭୁବନେଶ୍ୱର,୪-୧୦: ସରକାର ପିଆଜ ରପ୍ତାନିକୁ ନିଷେଧ ଏବଂ ମହଜୁଦ ଉପରେ ସୀମା ଲଗାଇବା ପରେ ଏହାର ଦର ଆସ୍ତେ ଆସ୍ତେ କମୁଛି। ଏହାର ପାଇକାରୀ ଦର...

ବଜେଟକୁ ନେଇ ବଜାର ବିଶେଷଜ୍ଞଙ୍କ ମତ: ବିକଳ୍ପ ଉପରେ ଫୋକସ କରିପାରନ୍ତି ସୀତାରାମନ

ମୁମ୍ବାଇ,୧୩-୧: ଦେଶର ଅର୍ଥ ବ୍ୟବସ୍ଥା ଏବେ ମାନ୍ଦାବସ୍ଥା ଦେଇ ଗତି କରୁଛି। ଫେବୃୟାରୀ ପହିଲାରେ ଆସିବାକୁ ଥିବା ବଜେଟରେ ସରକାର ମାନ୍ଦାବସ୍ଥା ବିରୋଧରେ ଲଢେଇ ଲାଗି...

Advertisement


Archives

Model This Week