Posted inଖେଳ

ବିଶ୍ୱ ଆଥଲେଟିକ୍ସ ଚାମ୍ପିନଶିପ୍‌: ୩୦୦୦ମି. ଷ୍ଟିପଲଚେଜ୍‌ ଫାଇନାଲରେ ଅବିନାଶ

ଦୋହା,୨।୧୦(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତର ଅବିନାଶ ସାବଲ୍‌ ପୁରୁଷ ୩୦୦୦ ମି. ଷ୍ଟିପଲଚେଜ୍‌ ଫାଇନାଲ୍‌ରେ ପ୍ରବେଶ କରିଛନ୍ତି। ପ୍ରଥମେ ସେ ହାସଲ କରିଥିବା ଜାତୀୟ ରେକର୍ଡଠାରୁ ଉନ୍ନତ ପ୍ରଦର୍ଶନ କରିଥିଲେ ମଧ୍ୟ ଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିଲେ। ତାଙ୍କ ଜାତୀୟ ରେକର୍ଡ ୮: ୨୮. ୯୪ ଥିଲା। ତେବେ ସେ ପ୍ରଥମ ରାଉଣ୍ଡ ହିଟ୍‌ ନମ୍ବର ୩ରେ ଏହାଠାରୁ ଉନ୍ନତ ୮ ମି. ୨୫.୨୩ ସେକେଣ୍ଡ ସମୟ ନେଇ ସପ୍ତମ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲେ। ମୋଟ ଉପରେ ୪୪ଜଣ ଆଥଲେଟଙ୍କ ମଧ୍ୟରୁ ସେ ୨୦ତମ ସ୍ଥାନରେ ରହିଥିଲେ। ତେବେ ଦୌଡ଼ ଅବସରରେ ୨ଟି ଘଟଣାର ସମ୍ମୁଖୀନ ହୋଇଥିଲେ ଓ ଏହା ଦ୍ୱାରା ତାଙ୍କ ଦୌଡ଼ରେ ବାଧା ସୃଷ୍ଟି ହୋଇଥିଲା। ଆଥଲେଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଏ ନେଇ ଅପିଲ କରିଥିଲା। ଦୌଡ଼ ଅବସରରେ ତାଙ୍କ ଦୁଇଥର ବାଧାର ସମ୍ମୁଖୀନ ହେବାକୁ ପଡିଥିଲା ବୋଲି ଏଏଫ୍‌ଆଇ ଦର୍ଶାଇଥିଲା। ଶେଷରେ ଅବିନାଶଙ୍କ ସପକ୍ଷରେ ଆଇଏଏଏଫ୍‌ ନିଷ୍ପତ୍ତି ନେଇଥିଲା। ଏବେ ସେ ଅନ୍ୟମାନଙ୍କ ସହ ଫାଇନାଲରେ ଅଂଶଗ୍ରହଣ କରିବେ ବୋଲି ଏଏଫ୍‌ଆଇ ଯୋଜନା କମିଶନ ଚେୟାରମ୍ୟାନ ଲଳିତ୍‌ ଭାନୋଟ କହିଛନ୍ତି। ଅବିନାଶ ଫାଇନାଲରେ ୧୬ତମ ପ୍ରତିଯୋଗୀ ଭାବେ ଦୌଡ଼ିବା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେବେ ନିଜ ମାତାପିତାଙ୍କୁ ଭେଟି ନ ଥିଲେ ଆଣ୍ଡ୍ର୍ୟୁ ସାଇମଣ୍ଡସ

କାନବେରା,୧୬।୫:ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କୁ ମାତ୍ର ୪୬ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ନେଇ...

ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ: ପ୍ରଥମ ଉଇକେଟ ହରାଇଲା ଭାରତ, ରୋହିତ ୧୭୬ ରନ୍‌ରେ ଆଉଟ୍‌

ବିଶାଖାପାଟଣା,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଦ୍ୱିଶତକ ହାସଲରୁ ବଞ୍ଚିତ ହୋଇଛନ୍ତି। ସେ ୧୭୯ ରନ୍‌ କରି ଷ୍ଟମ୍ପ ଆଉଟ୍‌...

ଲଢୁଆ ବ୍ୟାଟିଂ ସତ୍ତ୍ୱେ ୨୦ ରନରେ ହାରିଲା ନ୍ୟୁଜିଲାଣ୍ଡ…

ମେଲବୋର୍ନ,୧।୧୧: ଟି-୨୦ ବିଶ୍ୱକପର ୩୩ତମ ମ୍ୟାଚରେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଲଢୁଆ ବ୍ୟାଟିଂ ସତ୍ତ୍ୱେ ନ୍ୟୁଜିଲାଣ୍ଡ ହାରିଛି। ଧାର୍ଯ୍ୟ ୧୮୦ ରନ୍‌ର...

ପୁଅକୁ ଶୁଆଇବା ପରେ ଏମିତି କାମ କଲେ ଏହି କ୍ରିକେଟରଙ୍କ ସ୍ତ୍ରୀ

ଟିମ୍‌ ଇଣ୍ଡିଆ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଆଇପିଏଲ୍‌ ୨୦୨୦ ପାଇଁ ଦୁବାଇରେ ଅଛନ୍ତି। ଏହି ସମୟରେ ସ୍ତ୍ରୀ ନତାଶା ଷ୍ଟେନକୋଭିଚ...

ମୁଖ୍ୟ କୋଚ୍‌ ପଦବୀରୁ ଅବ୍ୟାହତି ନେଲେ ବାହାଦୁର ସିଂ

ନୂଆଦିଲ୍ଲୀ, ୮ା୭ (ପି.ଟି.)-ଭାରତୀୟ ଆଥଲେଟିକ୍ସ କୋଚ୍‌ ପଦବୀରୁ ବାହାଦୁୁର ସିଂ ଅବ୍ୟାହତି ନେଇଛନ୍ତି। ସେ ଦୀର୍ଘ ୨୫ବର୍ଷ ଧରି ଏହି ପଦବୀରେ ଥିଲେ। ଭାରତରେ କୌଣସି...

ଦକ୍ଷିଣ ଆଫ୍ରିକା ସେମିରେ

କେପ୍‌ଟାଉନ୍‌,୨୩ା୨(ପି.ଟି.): ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମହିଳା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି ଆୟୋଜକ ଦଳ। ଅନ୍ତିମ ଗ୍ରୁପ୍‌ ମ୍ୟାଚରେ ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ...

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁ- ହାଇଦ୍ରାବାଦ୍‌ ମ୍ୟାଚ ଡ୍ର’

ଫାଟୋର୍ଡା,୨୯।୧୧(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ବେଙ୍ଗାଲୁରୁ ଏଫ୍‌ସି ଓ ହାଇଦ୍ରାବାଦ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲଶୂନ୍ୟ ଭାବେ ଶେଷ ହୋଇଛି। ଗୋଆର...

ଟେଷ୍ଟରେ ହ୍ୟାଟ୍ରିକ୍‌: ବୁମ୍‌ରା ତୃତୀୟ ଭାରତୀୟ

କିଙ୍ଗଷ୍ଟନ,୧।୯(ପି.ଟି.)- ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଶନିବାର ଦ୍ୱିତୀୟ ଦିବସରେ ପ୍ରଥମ ଇନିଂସରେ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ...

Advertisement
Archives

Model This Week