ବିଶ୍ୱ କାମଳ ରୋଗ ଦିବସ: ଗଞ୍ଜାମରେ ସଚେତନତା ଶୋଭାଯାତ୍ରା

ବ୍ରହ୍ମପୁର ଅଫିସ୍‌,୨୮।୭: ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଲକ୍ଷ୍ୟରେ ରବିବାର ବିଶ୍ୱ କାମଳ ରୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ବାହାରି ଆଇଇସି ହଲ୍‌ ଠାରେ ପହଞ୍ଚିଥିଲା । ସେଠାରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ତଥା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଜିଲାର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଉପଖଣ୍ଡ ସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ମେଡିକାଲ୍‌ କଲେଜରେ ମାଗଣାରେ କାମଳ ରୋଗର ଚିକିତ୍ସା ହୋଇପାରୁଥିବା ଡା. ପାଣିଗ୍ରାହୀ କହିଥିଲେ।
ଏଥିରେ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ଜନସ୍ବାସ୍ଥ୍ୟ) ଡା. ହିମାଂଶୁବାଳା ପଟ୍ଟନାୟକ, ଏବଂ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧୀକାରୀ(ରୋଗ ନିୟନ୍ତ୍ରଣ) ଡା. ଅବନୀ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri