ବିଶ୍ୱ ଜନସଂଖ୍ୟା ଦିବସ: ଏଥର ମିହିଳାଙ୍କ ସ୍ବାସ୍ଥ୍ୟକୁ ନେଇ ରଖାଯାଇଛି ଥିମ୍‌

ଓ୍ବାଶିଂଟନ,୧୧।୭: ବିଶ୍ୱର ଅଧିକାଂଶ ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟା ଏବେ ଚିନ୍ତାର କାରଣ ପାଲଟିଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୁଲାଇ ୧୧ରେ ପାଳନ କରାଯାଇଛି ବିଶ୍ୱ ଜନସଂଖ୍ୟା ଦିବସ। ସବୁଥର ପରି ଏଥରର ଥିମ୍‌ ରହିଛି ‘Health And Rights Of Women In The Time Of COVID-19’। ଏଥର ସାରା ବିଶ୍ୱକୁ କରୋନା ମହାମାରୀ ଥରେଇ ଦେଇଥିବା ବେଳେ ମଳିତ ଜାତିସଂଘ ମହିଳାଙ୍କ ସ୍ବାସ୍ଥ୍ୟ ଓ ଅଧିକାର ସହ ଜଡିତ ଏକ ଥିମ୍‌ ରଖିଛି। ପ୍ରଥମେ ୧୯୮୯ରେ ବିଶ୍ୱ ଜନସଂଖ୍ୟା ଦିବସ ପାଳନ କରାଯାଉଥିଲା। ବିଶ୍ୱ ଜନସଂଖ୍ୟା ଦିବସ ପାଳନ କରିବାର ପ୍ରଥମ ଉଦ୍ଦେଶ୍ୟ ହେଉଛି ଲୋକମାନଙ୍କୁ ଜନସଂଖ୍ୟା ନିୟନ୍ତ୍ରଣ କରିବାର ଗୁରୁତ୍ୱ ବିଷୟରେ ସଚେତନ କରାଇବା। ତେବେ ଭାରତରେ ଏବେ ପର୍ଯ୍ୟନ୍ତ ଏହା ନୟନ୍ତ୍ରଣକୁ ଆସିପାରି ନାହିଁ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri