Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲା ଭାରତ

ଦୁବାଇ,୭।୧୦(ପି.ଟି.)- ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକାକୁ ୨୦୩ ରନରେ ପରାସ୍ତ କରିବା ପରେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ତା’ର ଶୀର୍ଷ ସ୍ଥାନକୁ ଆହୁରି ଦୃଢ଼ କରିଛି। ବିଜୟ ସହ ୪୦ ପଏଣ୍ଟ ହାସଲ କରି ଭାରତ ମୋଟ ୧୬୦ ପଏଣ୍ଟ ଅର୍ଜନ କରିଛି। ଅନ୍ୟପଟେ ୧୦୦ ପଏଣ୍ଟ ପାଇ ନ୍ୟୁଜିଲାଣ୍ଡ ଦ୍ୱିତୀୟ ସ୍ଥାନରେ ରହିଛି। ନ୍ୟୁଜିଲାଣ୍ଡ ସହିତ ଶ୍ରୀଲଙ୍କା ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ୫୬ ଲେଖାଏ ପଏଣ୍ଟ ହାସଲ କରି ଶ୍ରେଷ୍ଠ ୫ରେ ସ୍ଥାନ ପାଇଛନ୍ତି।
ସେହିପରି ଦକ୍ଷିଣ ଆଫ୍ରିକା, ଓ୍ବେଷ୍ଟଇଣ୍ଡିଜ, ବାଂଲାଦେଶ ଓ ପାକିସ୍ତାନ ବିଶ୍ୱ ଚାମ୍ପିୟନଶିପ୍‌ରେ ଏପର୍ଯ୍ୟନ୍ତ ଖାତା ଖୋଲିପାରିନାହାନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ ଆରମ୍ଭ ହେବା ପରଠାରୁ ବାଂଲାଦେଶ ଓ ପାକିସ୍ତାନ ଗୋଟିଏ ହେଲେ ବି ଟେଷ୍ଟ ଖେଳିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଷ୍ଟ୍ରେଲିଆରେ ଭାରତୀୟ ଟିମ୍‌ ରହୁଥିବା ହୋଟେଲ୍‌ ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା: ଦୌଡ଼ି ଜୀବନ ବଞ୍ଚାଇଲେ..

ନୂଆଦିଲ୍ଲୀ, ୧୫।୧୧: ଆଇପିଏଲ୍‌ ଶେଷ ହେବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳିବା ପାଇଁ ଭାରତୀୟ ଟିମ୍‌ ସିଡନୀ ଗସ୍ତ କରିଥିଲା। ଶନିବାର ଦଳ...

ମା’ ହେଲେ ଶାରାପୋଭା

ନୂଆଦିଲ୍ଲୀ,୧୬।୭: ରୁଷିଆର ପୂର୍ବତନ ଟେନିସ ଖେଳାଳି ମାରିଆ ଶାରାପୋଭା ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଟେନିସ ତାରକା ସୋସିଆଲ...

ଅଷ୍ଟ୍ରେଲିଆ ସାମ୍ନାରେ ୨୫୬ ରନ ଲକ୍ଷ୍ୟ

ମୁମ୍ବାଇ, ୧୪।୧- ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ସାମ୍ନାରେ ଭାରତ ୨୫୬ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ୍‌...

ଅନୁଷ୍କାଙ୍କ ସହ ଦୁଇଟି ଚଷମାରେ ନଜର ଆସିଲେ କୋହଲି, ଲୋକେ ପଚାରୁଛନ୍ତି ଏମିତି

ମୁମ୍ବାଇ : ଆଜିକାଲି କ୍ରିକେଟର ବିରାଟ କୋହଲିଙ୍କ ଗୋଡ଼ ଆଉ ତଳେ ଲାଗୁନି। କାରଣ ତାଙ୍କ ଘରକୁ ଏକ ଛୋଟ ପରୀ ଆସିଛି। ଏହି ଖୁସିରେ...

ପନ୍ତଙ୍କୁ ନେଇ ଏହି ବଡ଼ ବୟାନ ଦେଲେ ରୋହିତ ଶର୍ମା, କହିଲେ…

ଅହମ୍ମଦାବାଦ,୬।୩: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ୧୧୮ ବଲ୍‌ରେ ୧୦୧ରନ୍‌ କରି ଭାରତକୁ ମଜଭୂତ ସ୍ଥିତିକୁ ଆଣିଥିଲେ କ୍ରିକେଟର ରିଷଭ ପନ୍ତ। ଏହାକୁ ନେଇ ତାଙ୍କର...

ପ୍ରଥମେ ବ୍ୟାଟିଂ କରିବ ଭାରତ

ଅହମ୍ମଦାବାଦ,୧୨।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ଆଗ ବ୍ୟାଟିଂ କରିବ। ଭ୍ରମଣକାରୀ ଦଳର ଅଧିନାୟକ...

୨୦୨୫ରେ ବିଶ୍ୱର ଶ୍ରେଷ୍ଠ କ୍ରିକେଟର କିଏ ହେବେ? ଏହି ପ୍ରଶ୍ନର ଏପରି ମଜାଳିଆ ଉତ୍ତର ଦେଲେ ଜାଡେଜା

ଆଗାମୀ ମାସ ଅର୍ଥାତ୍‌ ଏପ୍ରିଲରୁ ଆଇପିଏଲ୍‌ (ଆଇପିଏଲ୍‌ ୨୦୨୧) ଆରମ୍ଭ ହେବ। ଏହାକୁ ନେଇ ପ୍ରଶଂସକ ଉତ୍ସାହିତ ହୋଇପଡ଼ିଛନ୍ତି। ଏପରିକି କିଛି ଖେଳାଳି ଅଭ୍ୟାସ କରିବା...

ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ: ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର, ୧୭।୭(କ୍ରୀଡ଼ା ପ୍ରତିନିଧି): ବିହାରର ପାଟଣାସ୍ଥିତ ପାଟଳିପୁତ୍ର ଷ୍ଟାଡିୟମରେ ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ (ମହିଳା/ପୁରୁଷ) ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।...

Advertisement
Archives

Model This Week