ବିଶ୍ୱ ପରିବେଶ ଦିବସରେ ବୃକ୍ଷରୋପଣ

ଆନନ୍ଦପୁର,୫ା୬(ସ୍ବ.ପ୍ର.): ଆନନ୍ଦପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଘସିପୁରା ଗ୍ରାମ୍ୟ ନ୍ୟାୟାଳୟର ନ୍ୟାୟାଧିକାରୀ ପବିତ୍ରାନନ୍ଦ ପ୍ରଧାନ, ଆନନ୍ଦପୁର ଓକିଲ ସଂଘର ସଭାପତି ସଞ୍ଜୟ କୁମାର ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ଦିବସର ତାପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ପରେ ନୂତନ ସବଜଜ୍‌ କୋର୍ଟ ବିଲ୍ଡିଂ ପରିସରରେ ଓକିଲ ସଂଘର ସଭାପତି ସଂଜୟ କୁମାର ମିଶ୍ର ଉପସ୍ଥିତ ରହି ବୃକ୍ଷରୋପଣ କରିଥିଲେ। ସେହିଭଳି ଆନନ୍ଦପୁର ବ୍ଲକ ବିଜୁ ଯୁବ ବାହିନୀ ସଂଯୋଜକ ହିମାଂଶୁ କୁମାର ରାମଙ୍କ ସଂଯୋଜନାରେ ବ୍ଲକର ବିଭିନ୍ନ ପଞ୍ଚାୟତରେ ବୃକ୍ଷରୋପଣ କରାଯାଇଥିଲା। ଆନନ୍ଦପୁର ପୌରପରିଷଦ ବିଜୁ ଯୁବ ବାହିନୀ ସଂଯୋଜକ ଆଇନଜୀବୀ ଭାଗିରଥି ଦାଶଙ୍କ ସଂଯୋଜନାରେ କେତେକ ଓ୍ବାର୍ଡରେ ବୃକ୍ଷରୋପଣ କରାଯାଇଥିଲା। ତାପମାତ୍ରା ବୃଦ୍ଧି ରୋକିବା ପାଇଁ ବୃକ୍ଷରୋପଣର ବାର୍ତ୍ତା ନେଇ ପ୍ରତ୍ୟେକ ବର୍ଷ ଜୁନ୍‌ ୫ ତାରିଖରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri