Posted inଜାତୀୟ

ବିଶ୍ୱ ପରିବେଶ ଦିବସରେ ସମସ୍ତଙ୍କୁ ଚାରା ଲଗାଇବାକୁ କହିଲେ ମୋଦି

ନୂଆଦିଲ୍ଲୀ,୫।୬: ଭବିଷ୍ୟତରେ ପରିବେଶକୁ ସୁସ୍ଥ ଓ ସୁନ୍ଦର ରଖିବା ପାଇଁ ସମସ୍ତେ ଅଧିକରୁ ଅଧିକ ଚାରା ଲଗାଇବାକୁ ବିଶ୍ୱ ପରିବେଶ ଦିବସରେ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ଫଳରେ ପରିବେଶ ସ୍ବଚ୍ଛ ଓ ସବୁଜ ରହିବ ବୋଲି ସେ କହିଛନ୍ତି। ଟୁଇଟରରେ ଏକ ଭିଡିଓ ପୋଷ୍ଟ କରି ମୋଦି କହିଛନ୍ତି, ଆମେ ଏମିତି ପରିବେଶରେ ଜନ୍ମ ନେଇଛେ ଯେଉଁଠି ପ୍ରକୃତି ଆମକୁ ଭଗବାନ ଭଳି ବ୍ୟବହାର କରୁଛନ୍ତି। ତେଣୁ ଗୋଟିଏ ନୁହେଁ ଅଧିକରୁ ଅଧିକ ଚାରା ଲଗାଇବାକୁ ସେ ପରାମର୍ଶ ଦେଇଛନ୍ତି। ଆଗକୁ ବର୍ଷା ଦିନ ଆସୁଥିବାରୁ କେବଳ ଚାରା ଲଗାଇଦେଲେ ହେବନି ଏହାର ଯତ୍ନ ମଧ୍ୟ ନେବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶଦ୍ରୋହ ଆଇନ ସମୀକ୍ଷାକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୧୧।୫: ଦେଶଦ୍ରୋହ ଆଇନର ସମୀକ୍ଷା ଲାଗି ମଙ୍ଗଳବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଅନୁମତି ଦେଇଛନ୍ତି। ତେବେ ସମୀକ୍ଷା ଶେଷ ହେବା ପର୍ଯ୍ୟନ୍ତ ଏହି ଉପନିବେଶୀୟ ଆଇନରେ...

ଭାରତରେ ଏପର୍ଯ୍ୟନ୍ତ ୪୭କୋଟିରୁ ଊର୍ଦ୍ଧ୍ୱଙ୍କୁ ଦିଆଗଲାଣି ଟିକା: ୧୧କୋଟି ନେଇଛନ୍ତି ଉଭୟ ଡୋଜ

ନୂଆଦିଲ୍ଲୀ,୨।୮: କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ଭାବେ ଉଭା ହୋଇଛି ଟିକା। ତେଣୁ କରୋନାକୁ ହରାଇବା ପାଇଁ ସାରା ବିଶ୍ୱରେ...

ଆୟକର ବିଭାଗ ପକ୍ଷରୁ ନୋଟିସ ପାଇ ମୁଣ୍ଡରେ ହାତ ଦେଲେ ରିକ୍ସା ଚାଳକ

ମଥୁରା,୨୫।୧୦: ଉତ୍ତରପ୍ରଦେଶର ମଥୁରାରେ ଜଣେ ରିକ୍ସା ଚାଳକଙ୍କୁ ଆୟକର (ଆଇଟି) ବିଭାଗ ପକ୍ଷରୁ ନୋଟିସ ପଠାଯାଇଛି। ନୋଟିସରେ ତାଙ୍କୁ ୩ କୋଟିରୁ ଅଧିକ ଟଙ୍କା ପରିଶୋଧ...

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଅଭିଯୁକ୍ତ ଦିନେଶ ହେବେ ସରକାରୀ ସାକ୍ଷୀ

ନୂଆଦିଲ୍ଲୀ,୭।୧୧: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘନିଷ୍ଠ ସହଯୋଗୀ ତଥା ବ୍ୟବସାୟୀ ଦିନେଶ ଆରୋରା ସରକାରୀ ସାକ୍ଷୀ ହେବା ଲାଗି...

ପୁଣି ବୁଡିଲା ମାୟାନଗରୀ

ମୁମ୍ବାଇ,୮।୭: ଲଗାଣ ବର୍ଷାରେ ବେହାଲ ହୋଇଥିବା ମୁମ୍ବାଇ ସହର ମାତ୍ର ଦିନେ ଦୁଇ ଦିନର ଆଶ୍ୱସ୍ତି ପରେ ପୁଣି ସୋମବାରଠାରୁ ଏଠାରେ ପରିସ୍ଥିତି ଜଟିଳ ହୋଇପଡିଛି।...

ଲଣ୍ଡନରେ ରାହୁଲଙ୍କ ବୟାନକୁ ନେଇ ଗୃହରେ ହଟ୍ଟଗୋଳ, ଲୋକ ସଭା-ରାଜ୍ୟ ସଭା ମଙ୍ଗଳବାର ପର୍ଯ୍ୟନ୍ତ ମୁଲତବି

ନୂଆଦିଲ୍ଲୀ,୧୩ ।୩: ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ଚରଣ ସୋମବାରଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଯେତେବେଳେ ଭାଜପା ରାହୁଲ ଗାନ୍ଧୀ ଲଣ୍ଡନରେ ଦେଇଥିବା...

ଶପଥ ନେବେ ହେମନ୍ତ ସୋରେନ

ରାଞ୍ଚତ୍,୨୯ା୧୨(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡର ଏକାଦଶ ମୁଖ୍ୟମନ୍ତ୍ରୀ ଭାବେ ଜେଏମ୍‌ଏମ୍‌ ନେତା ହେମନ୍ତ ସୋରେନ ରବିବାର ଶପଥ ଗ୍ରହଣ କରିବେ। ଏହି ଅବସରରେ ବିରୋଧୀ ଦଳ ଶକ୍ତିପ୍ରଦର୍ଶନ କରିବା...

ରାଇନାଙ୍କ ସମ୍ପର୍କୀୟଙ୍କ ସାହାଯ୍ୟ ପାଇଁ ପହଞ୍ଚିଲେ ସୋନୁ ସୁଦ

ଲକ୍ଷ୍ନୌ, ୬ା୫ : ସମ୍ପର୍କୀୟ ମାଉସୀଙ୍କୁ ଅକ୍ସିଜେନ ସିଲିଣ୍ଡର ଯୋଗାଇ ଦେବା ପାଇଁ ଅନୁରୋଧ କରିଥିଲେ ଅବସରପ୍ରାପ୍ତ କ୍ରିକେଟର ତଥା ସିଏସ୍‌କେ ବ୍ୟାଟ୍ସମ୍ୟାନ ସୁରେଶ ରାଇନା।...

Advertisement
Archives

Model This Week