ବିଶ୍ୱ ପରିବେଶ ଦିବସ ଅବସରରେ ସୁଦର୍ଶନଙ୍କ ବାଲୁକା କଳା: ଗଛ ଲଗାଇ ବାୟୁ ପ୍ରଦୂଷଣ ରୋକିବାକୁ ବାର୍ତ୍ତା

ପୁରୀ ଅଫିସ,୫।୬(ବ୍ୟୁରୋ): ଆଜି ବିଶ୍ୱ ପରିବେଶ ଦିବସ। ଜଙ୍ଗଲ ଧ୍ୱଂସ କାରଣରୁ ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ଏବେ ମୁଣ୍ଡବିନ୍ଧାର ବିଷୟ ପାଲଟିଲାଣି। ଯଦି ଏହିପରି ଚାଲେ ତେବେ ଋତୁଚକ୍ରରେ ପରିବର୍ତ୍ତନ ଆସିବା ସ୍ବାଭାବିକ। ତେବେ ଚଳିତ ବର୍ଷ ଏହି ଦିବସର ଥିମ୍‌ ରହିଛି ‘ବିଟ୍‌ ଏୟାର ପଲ୍ୟୁଶନ’। ପୃଥିବୀର ତାପମାତ୍ରା ବୃଦ୍ଧର ଅନ୍ୟତମ ପ୍ରମୁଖ କାରଣ ପାଲଟିଥିବା ବାୟୁ ପ୍ରଦୂଷଣକୁ ରୋକିବା ଦିଗରେ ପଦକ୍ଷେପ ନେବା ଜରୁରୀ। ଏହା ଆମ ସ୍ବାସ୍ଥ୍ୟ ଓ ପୃଥିବୀ ଲାଗି ବହୁତ କ୍ଷତିକାରକ। ଏଣୁ ଗଛ ଲଗାନ୍ତୁ ବୋଲି ବାର୍ତ୍ତା ଦେଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ବୁଧବାର ସୁଦର୍ଶନ ନିଜ ବାଲୁକା କଳା ମାଧ୍ୟମରେ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ଆହ୍ବାନ ଦେଇଛନ୍ତି।

ବର୍ଷ ବର୍ଷ ଧରି ପ୍ରକୃତି ଉପରେ ଅତ୍ୟାଚାର ବଢ଼ି ବଢ଼ି ଚାଲିଛି। ଜନବିସ୍ଫୋରଣ, ଶିଳ୍ପ ଅଭିବୃଦ୍ଧି, ସଡ଼କ, କୋଠାବାଡ଼ି ନିର୍ମାଣ ଦ୍ୱାରା ବେଧଡ଼କ ଭାବେ ଗଛକଟା ବୃଦ୍ଧି ପାଉଛି। ଫଳରେ ବାୟୁ ମଣ୍ଡଳରୁ ଅମ୍ଳଜାନ କମି ବିଷାକ୍ତ ଅଙ୍ଗାରକାମ୍ଳ ପରିମାଣ ବଢ଼ି ଚାଲିଛି। ଏଣୁ ପରିବେଶ ସୁରକ୍ଷା ଦିଗରେ ପ୍ରଚେଷ୍ଟା କରିବା ଜରୁରୀ। ସୁସ୍ଥ ପରିବେଶ ଦ୍ୱାରା ଆମେ ସୁସ୍ଥ ରହିପାରିବା ବୋଲି ବୁଝିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ଅଫିସ, ୯ା୨: ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ...

ଆଜି ଦାଖଲ ହେବ ଚୂଡ଼ାନ୍ତ ବୁଥ୍‌ ତାଲିକା

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅନ୍ତର୍ଗତ ୬୭ଟି ଓ୍ବାର୍ଡର ୨୧୯ ସ୍ଥାନରେ ୬୯୯ ବୁଥ୍‌ ସ୍ଥାପନ ପାଇଁ ଗୁରୁବାର...

ଗଞ୍ଜାମର ୮୧ ପ୍ରତିଶତ ଗାଁ ଗ୍ରୀନ୍‌ ଜୋନ୍‌ରେ: ବୁଝାଇଲେ ଜ଼ିଲାପାଳ

ଛତ୍ରପୁର, ୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଦୈନିକ ୩ରୁ ୪ ଜଣଙ୍କର କରୋନାରେ ମୃତ୍ୟୁ ଘଟୁଛି।...

ସୁନ୍ଦରଗଡ଼ରେ ଲଜ୍ଜା: ଯୁବତୀଙ୍କୁ ଗଣବଳାତ୍କାର, ୩ ଗିରଫ

କୁଆଁରମୁଣ୍ଡା,୩୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଖୁଖୁଣ୍ଡୁବାହାଲ ନିକଟ ଘଞ୍ଚ ଜଙ୍ଗଲରେ ଗତ ୨୯ ତାରିଖ ବିଳମ୍ବିତ ରାତିରେ ଜଣେ...

ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଲଗାତାର ଅଷ୍ଟମ ଥର ପାଇଁ ବିଜୁ ଜନତା ଦଳ(ବିଜେଡି) ସଭାପତିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏଥିସହ...

୧୪ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ୪ ଚାକିରିରୁ ବିଦା,୬ଜଣଙ୍କ ପେନସନ ବନ୍ଦ ଆଉ…

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ଆଉ ୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଥିରେ ୪ ଜଣଙ୍କୁ ଚାକିରିରୁ ବିଦା କରାଯାଇଥିବା...

ଅବଧି ୧୦ ଦିନ ବୃଦ୍ଧି ପାଇଁ ୟୁଜିସିକୁ ଅନୁରୋଧ

ଭୁବନେଶ୍ୱର, ୨।୯(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଧାର୍ଯ୍ୟ କରାଯାଇଛି।...

ଓଡ଼ିଶାରେ ପହଞ୍ଚିଲା ୯ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର,୨।୭: ରାଜ୍ୟରେ ଶୁକ୍ରବାର ୯ଲକ୍ଷ ୪୩ ହଜାର ୯୩୦ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି।...

Advertisement
Archives

Model This Week