ବିଶ୍ୱ ପରିବେଶ ଦିବସ: ବ୍ରହ୍ମକ୍ଷେତ୍ରରେ ବୃକ୍ଷରୋପଣ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଜୁନ୍‌ ୫ ତାରିଖରେ ବିଶ୍ୱପରିବେଶ ଦିବସ ପାଳିତ ହୋଇଛି। ଏହି ଅବସରରେ ବ୍ଲକର ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଗ୍ରୀନ ଭିଜନ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କରାଯାଇଛି। ଅନୁଷ୍ଠାନର ନିର୍ଦ୍ଦେଶକ ପରିବେଶବୀତ୍‌ ବଳରାମ ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ସାମାଜିକ କର୍ମୀମାନେ କରୋନା ସଚେତନତା ସହ ପରିବେଶ ସଚେତନତା ମଧ୍ୟ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri