ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀ;୧୦ ସ୍ଥାନ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୧୦-୧୦: ଗ୍ଲୋବାଲ କମ୍ପିଟିଟିଭ୍‌ ଇଣ୍ଡେକ୍ସ ବା ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀରେ ଭାରତ ୧୦ଟି ସ୍ଥାନ ତଳକୁ ଖସି ୬୮ତମ ସ୍ଥାନରେ ରହିଛି। ବିଶ୍ୱର ଅନ୍ୟ ଦେଶଗୁଡିକରେ ଉନ୍ନତି ହେବା କାରଣରୁ ଘରୋଇ ବଜାର ତଳକୁ ଖସିଛି। ଅପରପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକାକୁ ପଛରେ ପକାଇ ସିଙ୍ଗାପୁର ବିଶ୍ୱର ସବୁଠାରୁ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ଅର୍ଥନୀତି ସ୍ଥାନ ହାସଲ କରିଛି। ଜେନେଭା ଭିତ୍ତିକ ଓ୍ବାର୍ଲଡ ଇକୋନୋମିକ ଫୋରମ(ଡବ୍ଲ୍ୟୁଇଏଫ୍‌) ପକ୍ଷରୁ ପ୍ରକାଶିତ ଏହି ତାଲିକାରେ ୫୮ତମ ସ୍ଥାନରେ ରହିଥିଲା। ବ୍ରିକ୍ସ ଦେଶଗୁଡିକ ମଧ୍ୟରେ ଭାରତ ଏବଂ ବ୍ରାଜିଲ ଖରାପ ପ୍ରଦର୍ଶନ କରୁଥିବା ଦେଖାଯାଇଛି। ତାଲିକାରେ ବ୍ରାଜିଲର ସ୍ଥାନ ୭୧ରହିଛି।
ବୁଧବାର ଡବ୍ଲ୍ୟୁଇଏଫ୍‌ ଘୋଷଣା ମୁତାବକ ଭାରତ ଢାଞ୍ଚାଗତ ସ୍ଥିରତା, ବଜାର ଆକାର କ୍ଷେତ୍ରରେ ଉଚ୍ଚ ର଼୍ୟାଙ୍କରେ ରହୁଛି। ଏହାର ଆର୍ଥତ୍କ କ୍ଷେତ୍ର ସ୍ଥିର ହାର ଉଚ୍ଚରେ ରହିବା ଯୋଗୁ ବ୍ୟାଙ୍କିଙ୍ଗ ସିଷ୍ଟମରେ ଭଲ ସ୍ଥିତି ଫେରି ପାରୁ ନ ଥିବା ପ୍ରକାଶ ପାଇଛି। କର୍ପୋରେଟ ଗଭର୍ନାସ କ୍ଷେତ୍ରରେ ଭାରତ ୧୫ ତମ, ଅଂଶୀଦାର ଗଭର୍ନାସରେ ୨ୟ ସ୍ଥାନରେ ରହିଥିବା ଉକ୍ତ ସର୍ଭେରୁ ଜଣାପଡ଼ିଛି। ସେହିଭଳି ମାର୍କେଟ ଆକାରରେ ତୃତୀୟ, ଅଣପାରମ୍ପରିକ ଶକ୍ତି ନିୟମ କ୍ଷେତ୍ରରେ ତୃତୀୟ ସ୍ଥାନରେ ରହିଛି। ସେହିଭଳି ଅନ୍ୟ ପ୍ରସଙ୍ଗଗୁଡିକ ଉପରେ ସର୍ଭେରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri