ବିଶ୍ୱ ଫଟୋଗ୍ରାଫି ଦିବସ : ଫଟୋଗ୍ରାଫର ତ୍ରିନାଥ ସମ୍ବର୍ଦ୍ଧିତ

ବ୍ରହ୍ମପୁର ଅଫିସ,୧୯।୮: ବ୍ରହ୍ମପୁର ଫଟୋଗ୍ରାଫର୍‌ସ ୱେଲଫେୟାର୍‌ ଆସୋସିଏଶନ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ଶୋଭାଯାତ୍ରା ଆୟୋଜିତ ହୋଇଛି। ଖଲିକୋଟ କଲେଜ ସମ୍ମୁଖରୁ ଏହି ଶୋଭାଯାତ୍ରା ବାହାରି ପୁରୁଣା ବସଷ୍ଟାଣ୍ଡ, ଅନ୍ନପୂର୍ଣ୍ଣା ମାର୍କେଟ, ଅର୍ବାନବ୍ୟାଙ୍କ ରୋଡ, ଗିରିଜାଛକ, ରାମଲିଙ୍ଗମ ମନ୍ଦିର ଛକ ପ୍ରମୁଖ ଅଞ୍ଚଳ ପରିକ୍ରମା କରି ଖାଲାସି ସାହି ଠାରେ ପହଞ୍ଚିଥିଲା। ଏହାପରେ ଖାଲାସି ସାହି କଲ୍ୟାଣମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ବରିଷ୍ଠ ଫଟୋଗ୍ରାଫର ତ୍ରିନାଥ ସାବତଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏଥିରେ ଆସୋସିଏଶନର ସଭାପତି ବାପି ପଣ୍ଡା, ସମ୍ପାଦକ ଦୁର୍ଗା ରାଓ, ଉପସଭାପତି ଦୁର୍ଗା ପ୍ରସାଦ ଶତପଥୀ, ଯୁଗ୍ମ ସମ୍ପାଦକ ଶେଖର ଆଚାରୀ, କୋଷାଧ୍ୟକ୍ଷ ସୀତାରାମ ପାତ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥଲେ। କାର୍ଯ୍ୟକାରୀ ସଦସ୍ୟ କାହ୍ନୁଚରଣ ଚୌଧୁରୀ, ନୂତନ ପାତ୍ର, ସ୍ବରାଜ ମହାପାତ୍ର, ନୀଳମାଧବ ପାତ୍ର, ଲୋକନାଥ ଦାସ, କୋକୋନ୍‌ ପଣ୍ଡା, ମନୋଜ ଦାସ, ଫଣି ଭୂଷଣ ସାହୁ, କେ. ରବିକୁମାର, ଜୟରାମ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri