ବିଶ୍ୱ ବନ୍ଧୁତ୍ୱ ଦିବସ: ଗଣତନ୍ତ୍ରର ଚାରି ସ୍ତମ୍ଭକୁ ସମ୍ମାନ

ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲା ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱ ବନ୍ଧତ୍ୱ ଦିବସ ଓ ଦାଦି ପ୍ରକାଶମଣି ସ୍ମୃତି ଦିବସ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବହୁ ଅତିଥି ଯୋଗଦେଇ ଦିବସର ମହତ୍ତ୍ୱ ବର୍ଣ୍ଣନା କରିବା ସହ ଗଣତନ୍ତ୍ରର ଚାରି ସ୍ତମ୍ଭକୁ ସମ୍ମାନିତ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ବିଧାୟକ ସଂଜୀବ ମଲିକ, ମୁଖ୍ୟବକ୍ତା ଭାବେ ସ୍ତମ୍ଭକାର ଅରୁଣ କୁମାର ପଣ୍ଡା, ବିଡିଓ ଉମେଶ ମଲିକଙ୍କ ସମେତ ବହୁ ଅତିଥି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜାଙ୍କ ଦଶାହରେ ଚାଲିଗଲା ୨ ନାତିଙ୍କ ଜୀବନ

ସୋର,୧୨।୮: ଅଜାଙ୍କ ଦଶାହରେ ଚାଲିଗଲା ୨ ନାତିଙ୍କ ଜୀବନ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ବାଗୁଡ଼ି ଅଞ୍ଚଳରେ। ଲଣ୍ଡା ହୋଇ...

ଅପରାହ୍ନ ୪ରେ ରଥଟଣା

ପୁରୀ ଅଫିସ,୨୫ା୬: ରଥଯାତ୍ରାଠାରୁ ଆରମ୍ଭକରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିନିର୍ଘଣ୍ଟ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଛି। ରଥଯାତ୍ରା ଦିନ ମଙ୍ଗଳଆଳତି ସକାଳ ୬ଟା,...

ନାକାପଏଣ୍ଟରୁ ଧରାପଡିଲେ ପଶ୍ଚିମବଙ୍ଗର ଡକାୟତି ଗ୍ୟାଙ୍ଗ

ଜଳେଶ୍ୱର, ,୨୧।୬ (ଡି.ଏନ୍‌.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ସୁବର୍ଣ୍ଣରେଖା ସେତୁର ନାକା ପଏଣ୍ଟଠାରେ ପୋଲିସ ଯାଞ୍ଚ କରୁଥିବା ବେଳେ ଏକ ବଡ ଧରଣର ପଶ୍ଚିମବଙ୍ଗର...

କେନ୍ଦୁଝରରେ ପାଣିପାଗରେ ପରିବର୍ତ୍ତନ: ଆଗଭଳି ହାଡ଼ଭଙ୍ଗା ଶୀତ ନାହିଁ

କେନ୍ଦୁଝର, ୪।୧୨ (ସ୍ବ.ପ୍ର.)-ବିଳମ୍ବରେ ହେଉ ପଛକେ କେନ୍ଦୁଝର ଜିଲାରେ ଶୀତର ଆଗମନକୁ ନେଇ ଅନେକ ଖୁସି ବ୍ୟକ୍ତ କରୁଛନ୍ତି ା ତେବେ ଏହି ସମୟରେ ଯେଉଁ...

କରୋନା ଯୋଦ୍ଧା ଏଏସ୍‌ଆଇଙ୍କର କରୋନାରେ ମୃତ୍ୟୁ: ଗାର୍ଡ ଅଫ୍‌ ଅନର ଦେଲା ଗଞ୍ଜାମ ପୋଲିସ

ଛତ୍ରପୁର, ୪।୮(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ତାରସିଂ ଥାନାର କରୋନା ଯୋଦ୍ଧା ଏଏସ୍‌ଆଇ ଶିବରାମ ଦାଶଙ୍କର ସୋମବାର କରୋନାରେ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ଛତ୍ରପୁର...

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

ରୋଗ ଯନ୍ତ୍ରଣା ଅସହ୍ୟ ହେଲା: ନିଜକୁ ଜାଳିଦେଲେ ଯୁବକ

ରାଇରଙ୍ଗପୁର,୧୪।୧୨(ଡି.ଏନ୍‌.ଏ.) – ରୋଗ ଯନ୍ତ୍ରଣା ଅସହ୍ୟ ହେଲା। ଶେଷରେ ଜୀବନ ହାରି ଦେବାକୁ କଠୋର ନିଷ୍ପତ୍ତି ନେଲେ ଯୁବକ। ନିଜକୁ ଜାଳି ଦେଇ ସବୁଦିନ ପାଇଁ...

ପିକଅପ୍‌ ଭ୍ୟାନ-ଅଟୋ ମୁହାଁମୁହିଁ, ଗର୍ଭବତୀଙ୍କ ସହ ୪ ଗୁରୁତର

ଧରାକୋଟ,୨୪ା୪ (ଡି.ଏନ.ଏ.)- ଧରାକୋଟ ଥାନା ଗଡ଼ଦାମୋଦରପୁରପଲ୍ଲୀସ୍ଥିତ ଜାତୀୟ ରାଜପଥ ନଂ.୫୯ରେ ଶୁକ୍ରବାର ମଧ୍ୟାହ୍ନରେ ପିକଅପ୍‌ ଭ୍ୟାନ ଓ ଅଟୋ ମୁହାଁମୁହିଁ ଧକ୍କାରେ ଜଣେ ଗର୍ଭବତୀଙ୍କ ସମେତ...

Advertisement
Archives

Model This Week