ବିଶ୍ୱ ମାନସିକତା ଦିବସ : ଆଧ୍ୟାତ୍ମିକ ମାର୍ଗ ଉପରେ ବିଶ୍ୱାସ ରଖିବାକୁ ସଚେତନତା ବାର୍ତ୍ତା ପ୍ରଚାର

କଣ୍ଟାପଡ଼ା,୧୦।୧୦(ଡି.ଏନ୍‌.ଏ.): ମାନସିକସ୍ତରରେ ଦୁର୍ବଳ ହୋଇ ଆତ୍ମହତ୍ୟା ବଢ଼ୁଥିବା ନେଇ ସାରାବିଶ୍ୱ ଚିନ୍ତିତ ହୋଇପଡ଼ିଛି। ଏଥିପାଇଁ ସାଧାରଣ ଲୋକଙ୍କୁ ମାନସିକସ୍ତରରେ ଦୃଢ଼ ହେବା ପାଇଁ ଏକ ସଚେତନତା ଶୋଭାଯାତ୍ରା କଟକ ଜିଲାର ଓଲଟପୁରସ୍ଥିତ ଏସ୍‌ଭି ନିରତାରରେ ଅନୁଷ୍ଠିତ ହୋଇଯାଇଛି। ନିରତାର ନିର୍ଦ୍ଦେଶକ ଡା.ଶକ୍ତିପ୍ରସାଦ ଦାସ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ପ୍ରତ୍ୟେକ ମଣିଷ ଆଧ୍ୟାତ୍ମିକ ମାର୍ଗ ଉପରେ ବିଶ୍ୱାସ ରଖିବା ଉଚିତ୍‌ ବୋଲି କହିଥିଲେ। ଅନୁଷ୍ଠାନର ଉପନିର୍ଦ୍ଦେଶକ ଡା.କିଶୋର ଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ନିରତାର ପରିସରରେ ଆୟୋଜିତ ଶେଭାଯାତ୍ରାରେ ଅନ୍ତେବାସୀ ଭିନ୍ନକ୍ଷମ ଓ କର୍ମଚାରୀମାନେ ଆତ୍ମହତ୍ୟା ନ କରିବା ପାଇଁ ସଚେତନତା ବାର୍ତ୍ତା ପ୍ରଚାର କରିଥିଲେ। ଏହି ଅବସରରେ ନିରତାର ସଭାଗୃହରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମକୁ ଡା.ପବିତ୍ର ସାହୁ ଓ ଡା. ପ୍ରମୋଦ କୁମାର ପରିଡ଼ା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିୟମ ଭିତରେ ରଥ ନିର୍ମାଣ

ଢେଙ୍କାନାଳ ଅଫିସ, ୨୦।୫ ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ଲାଗି ରଥ ନିର୍ମାଣ ଆଗେଇ ଚାଲିଛି। ଲକ୍‌ଡାଉନ୍‌ ନିୟମକୁ ମାନି ରଥ ତିଆରି କରାଯାଉଛି। ମହାରଣା ସେବକ...

ବଜ୍ରପାତରେ ଗୋରୁ ଚରାଳିଙ୍କ ସମେତ ୮ଗୋରୁ ମୃତ

ନାରାୟଣପାଟଣା, ୮।୧୦(ଡି.ଏନ୍‌.ଏ.)-ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ପଞ୍ଚାୟତ ବାରି ଗାଁ ନିକଟ ମାଠିଆ ସାହି ଜଙ୍ଗଲରେ ବଜ୍ରପାତ ଘଟି ଜଣେ ଗୋରୁ ଚରାଳିଙ୍କ ମୃତ୍ୟୁ ହୋଇଛି। ଏଥିରେ...

ମୁଖ୍ୟ ଅଭିଯୁକ୍ତଙ୍କ ସ୍ତ୍ରୀ ଖୋଲିଲେ ଗୁମର

ନୟାଗଡ଼ ଅଫିସ/ନୂଆଗଁା, ୧୩।୧୨(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗଁା ଥାନା ମହିପୁର ଫାଣ୍ଡି ଅନ୍ତର୍ଗତ ପଥରପାଟଣା ଗଁାରେ ଘଟିଥିବା ହତ୍ୟାକାଣ୍ଡର ଗୁମର ଫିଟିଛି। ପରକୀୟାରୁ କଟକ ଜିଲା...

ଆଇନଜୀବୀଙ୍କୁ ପିସ୍ତଲ ଦେଖାଇ ଟଙ୍କା ମାଗିବା,ହତ୍ୟା ଧମକ ଘଟଣା :୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ନବରଙ୍ଗପୁର,୧୭।୮(ବି.ପ୍ର.): ଜଣେ ଆଇନଜୀବୀଙ୍କ ଛାତିରେ ପିସ୍ତଲ ଲଗାଇ ହତ୍ୟା ଧମକ ଓ ଟଙ୍କା ଆଦାୟ କରିବା ଘଟଣାରେ ନବରଙ୍ଗପୁର ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି...

ପ୍ରକଳ୍ପ କାମ ନିମ୍ନମାନର

ପରଜଙ୍ଗ, ୨୨।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତ ଅଧୀନ ଅଁଳାକଟା ଗ୍ରାମରେ ବସୁଧା ଯୋଜନାରେ ଚାଲିଥିବା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର...

ଆକ୍ରାନ୍ତ ବୃଦ୍ଧଙ୍କ ଆତ୍ମହତ୍ୟା ପରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲେ ସ୍ତ୍ରୀ

ବିଜେପୁର,୭।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସାତବନ୍ଧ ଗ୍ରାମରେ ଶୁକ୍ରବାର କରୋନା ଆକ୍ରାନ୍ତ ଜଣେ ବୃଦ୍ଧ ମାନସିକ ଭାରସାମ୍ୟ ହରାଇ ଦଉଡି ଦେଇ ଆତ୍ମହତ୍ୟା...

ପୁଅକୁ ବଞ୍ଚାଇବାକୁ ଯାଇ ଗଲା ବାପାଙ୍କ ଜୀବନ

ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟ ଫୁର୍ଲିଝରଣ ଜଳପ୍ରପାତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଳପ୍ରପାତରେ ଖସିପଡିଥିବା ୨ପୁଅକୁ ବଞ୍ଚାଇବାକୁ ଯାଇ ପାଣିରେ ବୁଡି...

ଚାକିରି ବୟସ ସୀମା ୪୪ ବର୍ଷକୁ ବୃଦ୍ଧି ଦାବି

ଫୁଲବାଣୀ ଅଫିସ, ୪ା୯-ଦୀର୍ଘ ବର୍ଷଧରି ସରକାରୀ ଚାକିରିରେ ନିଯୁକ୍ତି ନିମନ୍ତେ ବୟସ ସୀମା ୩୨ବର୍ଷ ରହିଛି। ଏହାକୁ ୪୪ ବର୍ଷକୁ ବୃଦ୍ଧି କରିବାକୁ କନ୍ଧମାଳ ଜିଲା...

Advertisement
Archives

Model This Week