ବିଶ୍ୱ ମ୍ୟାଲେରିଆ ଦିବସର ୨୪ ଘଣ୍ଟା ପୂର୍ବରୁ ପ୍ରଥମ ମ୍ୟାଲେରିଆ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଗଲା

ଜେନେଭା,୨୪।୪: ମ୍ୟାଲେରିଆ ରୋଗର ନିରାକରଣ ପାଇଁ ପ୍ରସ୍ତୁତ ହୋଇଥିବା ପ୍ରଥମ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଯାଇଛି। ଗତ ୩୦ ବର୍ଷ ଧରି ମ୍ୟାଲେରିଆ ପ୍ରତିଷେଧକ ଟୀକା ଉପରେ ଗବେଷଣା ଜାରି ରହିଥିଲା। ଏହି ରୋଗରେ ପ୍ରତିବର୍ଷ ପୃଥିବୀର ୪ଲକ୍ଷ ୨୫ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥାଏ। ଏହି ଟୀକା ୫ ମାସଠାରୁ ଆରମ୍ଭ କରି ୨ ବର୍ଷ ବୟସ୍କ ଶିଶୁଙ୍କ ପାଇଁ ବିକଶିତ କରାଯାଇଛି। ମଲାଓ୍ବି ସରକାରଙ୍କ ଏହି ଐତିହାସିକ ପଦକ୍ଷେପକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସ୍ବାଗତ କରାଯାଇଛି। ବିଶ୍ୱ ମ୍ୟାଲେରିଆ ଦିବସର ୨୪ ଘଣ୍ଟା ପୂର୍ବରୁ ପ୍ରଥମ ମ୍ୟାଲେରିଆ ପ୍ରତିଷେଧକ ଟୀକା ଦିଆଯାଇଛି। ଏପ୍ରିଲ୍‌ ୨୫ ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଏହି ପ୍ରତିଷେଧକ ଟୀକାର ପ୍ରୟୋଗ ଆରମ୍ଭ ହେବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri