Posted inଜାତୀୟ

ବିଶ୍ୱ ରେକର୍ଡ କଲେ ୭ହଜାର ଛାତ୍ର

ମଦୁରାଇ,୨୮।୧: ତାମିଲନାଡୁ ମଦୁରାଇର ସିଇଓଏ ବିଦ୍ୟାଳୟର ପ୍ରାୟ ୭ହଜାର ଛାତ୍ର ବିଶ୍ୱ ରେକର୍ଡ କରିଛନ୍ତି। ମଙ୍ଗଳବାର ଏହି ଛାତ୍ରମାନେ ଗଛର ଫେଣ୍ଟିଂ କରି ଏହି ବିଶ୍ୱ ରେକର୍ଡ କରିଛନ୍ତି। ଏହାକୁ ନେଇ ଶେଷଥର ପାଇଁ ନେଦଲାଣ୍ଡସର ଗୋଟିଏ ସ୍କୁଲର ପ୍ରାୟ ୨ହଜାର ଛାତ୍ର ଗଛର ଚିତ୍ର ଆଙ୍କି ଏହି ରେକର୍ଡ କରିଥିଲେ। ଏଥର ସିଇଓଏ ବିଦ୍ୟାଳୟର ୨୫ତମ ବାର୍ଷିକୀ ଅବସରରେ ସ୍କୁଲର ସବୁ ଶ୍ରେଣୀର ପିଲାମାନେ ଏକାଠି ହୋଇ ପେଣ୍ଟିଂ କରିବା ସହ ଏହି ରେକର୍ଡ କରିଛନ୍ତି। ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ପିଲାମାନେ ଉକ୍ତ ପେଣ୍ଟିଂ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri