ବିଶ୍ୱ ସଂସ୍କୃତ ସପ୍ତାହ ଦିବସ

ମ.ରାମପୁର,୯।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା ମ.ରାମପୁର ଉଚ୍ଚ ବିଦ୍ୟାପୀଠ ସଂସ୍କୃତ ଶିକ୍ଷକ ସମୂହ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାର୍ଥନା ଗୃହଠାରେ ବିଶ୍ୱ ସଂସ୍କୃତ ସପ୍ତାହ ପାଳନ କରାଯାଇଛି । ଶ୍ରାବଣ ମାସ ପୂର୍ଣ୍ଣମୀ ଦିନ ଭବାନୀପାଟଣାଠାରେ ଜିଲାସ୍ତରୀୟ ଉତ୍ସବ ପାଳନ ପୂର୍ବରୁ ଏଠାରେ ସପ୍ତାହ ଉତ୍ସବ ଆରମ୍ଭ ହୋଇଯାଇଛି। ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ମାୟାଧର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଏବିଇଓ ଗୋବର୍ଦ୍ଧନ ମାଝି ମୁଖ୍ୟଅତିଥି, ସମ୍ପାଦକ ବିଦ୍ୟାମନ୍ଦିର ରାଜନ ମହାକୁଡ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭାରତୀୟ ସଂସ୍କୃତି, ପରମ୍ପରା, ବେଦ, ବେଦାଙ୍ଗ, ଉପନିଷଦ ଆଦିକୁ ଅବତାରଣା ଦେଇ ବିଶ୍ୱ କୁଟୁମ୍ବ ଉପରେ ଧାରା ବର୍ଣ୍ଣନା କରିଥିଲେ। ସହଦେବ ସାହୁ ଧନ୍ୟବାଦ ଦେଇଥିଲେ । ଏହି ଉତ୍ସବରେ ମ.ରାମପୁର, କେନ୍ଦୁବନ୍ଧ, ଅଲାତରା, ନୁନପୁର ଆଦି ହାଇସ୍କୁଲ ଛାତ୍ରୀଛାତ୍ର ଯୋଗଦେଇ ସଂସ୍କୃତ କବିତା ପାଠ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପ୍ରତିଯୋଗିତାରେ…

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ବ୍ରହ୍ମପୁରଠାରେ ଶନିବାର ଅନୁଷ୍ଠିତ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କ୍ଲଷ୍ଟରସ୍ତରୀୟ ପ୍ରତିଯୋଗିତାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri