ବିଶ୍ୱ ହୃତ୍‌ପିଣ୍ଡ ଦିବସ : ବାଲୁକାକଳାରେ ସଚେତନତା ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୯।୯: ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବେଳାଭୂମିରେ ବାଲୁକା କଳା ଆଙ୍କି ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରିଛନ୍ତି। ଦିନକୁ ଦିନ ବିଶ୍ୱରେ ହୃଦରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଦ୍ୟପାନ ଏବଂ ଧୂମପାନ କରୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ ହୃଦରୋଗ ଆଶଙ୍କା ଅଧିକ ଥାଏ। ଏହିସବୁ ଦିଗ ପ୍ରତି ଲୋକମାନେ ସଚେତନ ନ ହେବାରୁ ବିଶ୍ୱରେ ହୃଦ୍‌ରୋଗ ବୃଦ୍ଧି ପାଇବାରେ ଲାଗିଛି। ଏକ ସର୍ଭେରୁ ଜଣାପଡ଼ିଛି, କେବଳ ଭାରତରେ ବର୍ଷକୁ ୨୫ରୁ ୩୦ ପ୍ରତିଶତ ଲୋକ ହୃଦରୋଗରେ ପ୍ରାଣ ହରାଉଛନ୍ତି। ଏହି ଆଜିର ଏହି ଦିବସରେ ଲୋକମାନଙ୍କ ମଧ୍ୟରେ ସଚେନତା ସୃଷ୍ଟି ପାଇଁ ସୁଦର୍ଶନ ଏପରି କଳାକୃତି ଆଙ୍କିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଜି ରାତିରେ ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ କରିବ କି? ଟ୍ରମ୍ପଙ୍କ ବଡ଼ ଚେତାବନୀ

ଓ୍ବାଶିଂଟନ,୧୧।୬: ଆମେରିକା ଇରାନ ଉପରେ ଆକ୍ରମଣ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଜି ରାତି, ଜୁନ ୧୧ରେ…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….

ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri