ବିଷପାନ କରିଥିବା ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଗଲା

ବ୍ରହ୍ମପୁର ଅଫିସ, ୨୦।୭: ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ବିଷ ପିଇ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ପିଶୁପଦର ଗାଁର କଳ୍ପନା କହଁର (୬୨)।
ପ୍ରକାଶ ଯେ, କଳ୍ପନାଙ୍କର ୨ ପୁଅ ଓ ବୋହୂ ଅଛନ୍ତି। ମାତ୍ର ସେମାନେ ତାଙ୍କୁ ପଚରାଉଚରା କରୁ ନ ଥିଲେ। ଏଣୁ କଳ୍ପନା ମାନସିକ ଭାରସାମ୍ୟ ହରାଇ ଗତ ୧୫ ତାରିଖ ସକାଳେ ବିଷପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ କଳ୍ପନାଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ରୁ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା

ଛତ୍ରପୁର,୧୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଆରାଧ୍ୟା ଦେବୀ ମା’ ତାରାତାରିଣୀ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦର ପ୍ରତିଷ୍ଠା ମହୋତ୍ସବ ଆୟୋଜିତ ହେବାକୁ ଯାଉଛି। ଚଳିତ...

ଏମ୍‌କେସିଜି ଶିଶୁ ରୋଗ ବିଭାଗରେ ୪ ପିଜି ସିଟ୍‌ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮/୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜର ଶିଶୁ ବିଭାଗ ପିଜି ସିଟ ବୃଦ୍ଧି କରାଯିବା ନେଇ ସୋମବାର ଜାତୀୟ ଭେଷଜ ପରିଷଦ(ଏନ୍‌ଏମ୍‌ସି)ର ଜଣିକିଆ ପ୍ରତିନିଧି...

ଟ୍ରେନ୍‌ ଚେନ୍‌ ଟାଣି ୧୫୩୪ ପ୍ରବାସୀ ଓହ୍ଲାଇବା ଘଟଣା: ୨୭ଟି ବସ୍‌ ଯୋଗେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଇଲା ପ୍ରଶାସନ

ଛତ୍ରପୁର,୩୦ା୫(ଡି.ଏନ୍‌.ଏ.): ସୁରଟରୁ ବାଲେଶ୍ୱର ଯାଉଥିବା ଟ୍ରେନର ଚେନ୍‌ ଟାଣିି ଗଞ୍ଜାମ ଜିଲା ଛତ୍ରପୁର ଷ୍ଟେଶନ ନିକଟରେ ୧୫୩୪ ଜଣ ପ୍ରବାସୀ ଶୁକ୍ରବାର ସନ୍ଧ୍ୟାରେ ଓହ୍ଲାଇ ପଡ଼ିଥିଲେ।...

କରୋନା ବିରୋଧୀ ଲଢ଼େଇର ପ୍ରମୁଖ ଅସ୍ତ୍ର: ମୁଁ ଟିକା ନେଇଛି

ଛତ୍ରପୁର,୨।୮(ଡି.ଏନ୍‌.ଏ.): ମୁଁ ଟିକା ନେଇଛି। ଗଞ୍ଜାମ ଜିଲାର ବୁଲା ବିକାଳୀମାନେ ନିଜ ଝୁଡି ଓ ଠେଲା ଆଗରେ ଏମିତି ଲେଖିଛନ୍ତି। କରୋନା ବିରୋଧୀ ଲଢ଼େଇରେ ଟିକା...

ଡ୍ରଗ୍‌ ଲାଇସେନ୍ସ ପାଇଁ ଲାଞ୍ଚ ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ଜଣାଇଲେ ଜିଲାପାଳ

ଛତ୍ରପୁର,୭।୧(ଡି.ଏନ୍‌.ଏ.)- ଡ୍ରଗ ଲାଇସେନ୍ସ କରାଇ ଦେବାକୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ କଲେକ୍ଟର ବନମାଳୀ ଶତପଥୀ ୨ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି...

ଠାକୁରାଣୀ ଯାତ୍ରା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଭଞ୍ଜନଗର,୫।୫(ଡି.ଏନ.ଏ): ଭଞ୍ଜନଗର ବ୍ଲକ ମୁଜାଗଡ଼ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭଖୁଣ୍ଟି ସ୍ଥାପନ ହୋଇଛି। ଏହି ଅବସରରେ ଗ୍ରାମରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ପାରମ୍ପାରିକ...

ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ମାମଲା: ଜେଲ ଗଲେ ବାପା, ଜେଜେବିରେ ପୁଅ ହାଜର

ଦିଗପହଣ୍ଡି,୨୪ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବୋମକେଇ ଗାଁରେ କରୋନା ଆର୍ଥିକ ସହାୟତା ବଣ୍ଟନବେଳେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନଂ.୯୦/୨୦ରେ...

୫୨୭ ବୁଥ୍‌ରେ ମତ ସାବ୍ୟସ୍ତ କରିବେ ୪.୮୧ ଲକ୍ଷ

ଗଞ୍ଜାମ ଜିଲାରେ ହେବାକୁ ଥିବା ପୌର ନିର୍ବାଚନ ଭୋଟ ଗ୍ରହଣ ପାଇଁ ୫୨୭ଟି ବୁଥ୍‌ ପ୍ରସ୍ତୁତ କରାଯାଇଛି ା ଏଥିରେ ସମସ୍ତ ୧୮ ସହରାଞ୍ଚଳର ୪...

Advertisement
Archives

Model This Week