ବିଷାକ୍ତ ତେଲ ପିଇ ମହିଳା ମୃତ

ବଇଣ୍ଡା, ୧୨।୪(ଡି.ଏନ.ଏ.)- ବିଷାକ୍ତ ତେଲ ପିଇ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ପୁରୁଣାପଣି ଗ୍ରାମର ମଞ୍ଜୁ ବିଶ୍ୱାଳ(୫୦)ଙ୍କ ରବିବାର ମୃତ୍ୟୁ ଘଟିଛି। ସ୍ବାମୀ ମଙ୍ଗୁଳୁ ବିଶ୍ୱାଳଙ୍କ ଅଭିଯୋଗ କ୍ରମେ ଠାକୁରଗଡ ପୋଲିସ ନଂ. ୭/୨୦ରେ ଏକ ମାମଲା ରୁଜୁ କରିଛି। ଏଏସ୍‌ଆଇ କରୁଣାକର ନନ୍ଦ ମୃତଦେହ ବ୍ୟବଚ୍ଛେଦ କରାଇଛନ୍ତି। ପୋଲିସ କହିଛି, ବିବାହିତ ଝିଅଙ୍କ ମୃତ୍ୟୁ ପରଠାରୁ ବର୍ଷେହେଲା ମଞ୍ଜୁ ମାନସିକ ଅସୁସ୍ଥ ଥିଲେ। ସକାଳେ ସେ କେଶ କଳା ପାଇଁ ଉଦ୍ଦିଷ୍ଟ ତେଲ ପିଇଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ SIR ଶୁଣାଣି, ମମତା କହିଲେ ପଶ୍ଚିମବଙ୍ଗ ପ୍ରତି ଅନ୍ୟାୟ ହୋଇଛି

ନୂଆଦିଲ୍ଲୀ,୪।୨:  ସୁପ୍ରିମକୋର୍ଟ ପଶ୍ଚିମବଙ୍ଗରେ ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ (SIR) ମାମଲାର ଶୁଣାଣି କରିଛନ୍ତି। ସମସ୍ତଙ୍କ ନଜର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଥିଲା, ସେ ମଧ୍ୟ…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

କୂଅରୁ ମିଳିଥିଲ ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ମୋଦିଙ୍କୁ ସିଧା ଟାର୍ଗେଟ କଲେ ପ୍ରିୟଙ୍କା, କହିଲେ ଡର ଲାଗୁଛି…

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନରେ ଲଗାତାର ଦ୍ୱିତୀୟ ଦିନ ପାଇଁ ଲୋକ ସଭା କାର୍ଯ୍ୟ ସ୍ଥଗିତ ରହିଥିଲା। ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ଭାଷଣ ବାଧାପ୍ରାପ୍ତ ହୋଇଥିଲା। ଏହି…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri