ବିଷାକ୍ତ ଭୋଗ ଖାଇ ଏମ୍‌ଭି-୨୫ ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କୋରକୋଣ୍ଡା/ମାଲକାନଗିରି,୬।୬(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲା ଏମ୍‌ଭି-୨୫ ଗ୍ରାମରେ ବିଷାକ୍ତ ଭୋଗ ଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାଗଳ କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀରରେ ପ୍ରସ୍ତୁତ ଭୋଗ ଖାଇବା ଦ୍ୱାରା ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଲୋକେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri