ବିଷାକ୍ତ ଭୋଗ ଖାଇ ଏମ୍‌ଭି-୨୫ ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କୋରକୋଣ୍ଡା/ମାଲକାନଗିରି,୬।୬(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲା ଏମ୍‌ଭି-୨୫ ଗ୍ରାମରେ ବିଷାକ୍ତ ଭୋଗ ଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାଗଳ କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀରରେ ପ୍ରସ୍ତୁତ ଭୋଗ ଖାଇବା ଦ୍ୱାରା ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଲୋକେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଗିରଫ

ରାୟଗଡ଼ା ଅଫିସ,୨୩।୩: ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ଥେରୁବାଲି ଦୈନିକ ବଜାରରେ ଥିବା ଏକ ଏସବିଆଇ ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଜଣଙ୍କୁ...

୧୧ହଜାର ବସ୍ତା ସିମେଣ୍ଟ ଜବତ

କଟକ ଅଫିସ,୨୩ା୧୨: କଟକ ଜଗତ୍‌ପୁର ଅଞ୍ଚଳରେ ଥିବା ଏକ ସିମେଣ୍ଟ ଗୋଦାମ ଉପରେ ମଙ୍ଗଳବାର ପୋଲିସ ଚଢାଉ କରିଥିଲା। ସେଠାରୁ ପ୍ରାୟ ୧୦ ହଜାର ବସ୍ତା...

ବାଇକ୍‌ ଡିିକି ଭାଙ୍ଗି ଦେଢ଼ ଲକ୍ଷ ଲୁଟ୍‌

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଖାରବେଳନଗର ଥାନା ଅଧୀନ ୟୁନିଟ ୪ସ୍ଥିତ ଗାଙ୍ଗୁରାମ ମିଠା ଦେକାନ ନିକଟରୁ ଜଣେ ବ୍ୟାଙ୍କ ଏଜେଣ୍ଟଙ୍କ ବାଇକ୍‌ ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା...

ସାବତ ମା’ଙ୍କ ତଣ୍ଟିଚିପି ହତ୍ୟା କଲା ପୁଅ

ନବରଙ୍ଗପୁର,୨୦ା୭(ବି.ପ୍ର.): ନବରଙ୍ଗପୁର ଗାଦବାଗଡ଼ା ସ୍ବାମୀ ବିକେକାନନ୍ଦ ବିଦ୍ୟାଳୟ ନିକଟରେ ରହୁଥିବା ଶ୍ରୀଧର ମହାପାତ୍ରଙ୍କ ପୁଅ ସୂର୍ଯ୍ୟକାନ୍ତ ମହାପାତ୍ର ଏକ ଗାମୁଚା ସାହାଯ୍ୟରେ ସାବତ ମାଆ ରୁନି...

ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତ ଗିରଫ: ଟଙ୍କା, ଗାଡ଼ି ଜବତ

ରଣପୁର, ୧୫।୬(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରେ ଗତ ୧୨ ତାରିଖରେ ଘଟିଥିବା ଲୁଟ୍‌ ଘଟଣାରେ ପୋଲିସ ସୋମବାର ୩ ଲୁଟେରାଙ୍କୁ ଗିରଫ କରିଛି।...

ନକଲି ପୂଜା ସାମଗ୍ରୀ ତିଆରି କାରଖାନା ଠାବ: ବିପୁଳ ପରିମାଣର ଜିନିଷ ଜବତ, ମାଲିକ ଗିରଫ

କଟକ ଅଫିସ,୧୩ା୯: ମାଲଗୋଦାମ ଥାନା ଅଧୀନ ରାଣୀହାଟ କେନାଲରୋଡ ଚମଡା ଗୋଦାମ ଗଳିରେ ଥିବା ନକଲି ପୂଜା ସାମଗ୍ରୀ ତିଆରି କାରଖାନାକୁ ଶନିବାର ପୋଲିସ ଠାବ...

ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡ଼ା,୧୧।୭(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ କୁମୁଡ଼ାବାଲି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ...

ବିଞ୍ଝାରପୁରରେ ନବବଧୂଙ୍କୁ ତଣ୍ଟିକାଟି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଯାଜପୁର ଅଫିସ,୨୨।୭: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବାଙ୍ଗରା ଗ୍ରାମ ଗୁଣ୍ଡିରିପଡ଼ା(ବିଲସାହି)ରେ ରବିବାର ବିଳମ୍ବିତ ରାତିରେ ଜଣେ ନବବଧୂଙ୍କୁ ଧାରୁଆ ଅସ୍ତ୍ରରେ ତଣ୍ଟିକାଟି ହତ୍ୟା...

Advertisement


Archives

Model This Week