ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଗତ ୪ ଦିନ ଧରି ଡାକ୍ତରଖାନାରେ ରହିଛନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ରେ ବିଦ୍ୟୁତ୍‌ ଅଫିସ ଘେରିବ ସିପିଆଇ

ଭୁବନେଶ୍ୱର,୪।୪ (ବ୍ୟୁରୋ): ରାଜ୍ୟରେ ଦେଖାଦେଇଥିବା ବିଦ୍ୟୁତ୍‌ ବିଭ୍ରାଟର ପ୍ରତିବାଦ ସ୍ବରୂପ ଆସନ୍ତା ୨୨ ତାରିଖରେ ସିପିଆଇ ପକ୍ଷରୁ ରାଜ୍ୟର ସମସ୍ତ ବିଦ୍ୟୁତ୍‌ ଅଫିସ୍‌ ଘେରାଉ କରାଯିବ।...

ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଜଣେ ମାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ ହୋଇଥିବା ବେଳେ ହଂସପାଳର ବୋଲି ଜଣାପଡ଼ିଛି।...

କରୋନା ସଂକ୍ରମିତଙ୍କ ନେଗେଟିଭ୍‌ ରିପୋର୍ଟ ଥିଲେ ମୃତଦେହ ନେଇପାରିବେ ପରିବାର ଲୋକେ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କର ମୃତ୍ୟୁ ହେଲେ ସେମାନଙ୍କ ଅନ୍ତିମ ସଂସ୍କାରକୁ ନେଇ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର।...

ରାଜ୍‌ଗୋପାଳ ମିଶ୍ର ପାଇବେ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର’

ଭୁବନେଶ୍ୱର(ବ୍ୟୁରୋ),୨ା୯: ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତର ମହାକୁମ୍ଭ ‘ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୨୦’ ସେପ୍ଟେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ।...

ପୁଣି ଆରମ୍ଭ ହେଲା ଉଚ୍ଛେଦ : ବଣିଆପଟିରେ ଭଙ୍ଗାଗଲା ୫ ଦୋକାନ, ଆଜି ପହଞ୍ଚିବେ ପହଞ୍ଚିବେ ଆମିକସ୍‌ କ୍ୟୁରି, ପରଖିବେ ସ୍ଥିତି

ପୁରୀ ଅଫିସ,୬।୯: ପ୍ରଶାସନ ପକ୍ଷରୁ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ଅଭିଯାନ। ଦୁଇଦିନ ଛୁଟି ଓ ଦୁଇଦିନ ଛକାପଞ୍ଝା ଭିତରେ ଏହି ଅଭିଯାନ ବନ୍ଦ ରହିଥିଲା।...

କଟକରେ ୨ ନର୍ସ କରୋନା ପଜିଟିଭ ଚିହ୍ନଟ: ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚିଲା

କଟକ ଅଫିସ,୨୯।୬: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ସୁଦ୍ଧା ୩୭ରେ ପହଞ୍ଚିଛି। ରବିବାର ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ପ୍ରତିଷ୍ଠାନର ୨ ଜଣ...

ଓଏସ୍‌ଏସ୍‌ଟିଇଟି ପରୀକ୍ଷାରେ ତ୍ରୁଟି ଅଭିଯୋଗ

କଟକ ଅଫିସ, ୨।୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ କରାଯାଇଥିବା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି)ରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ...

ଆଜିଠାରୁ ଦଶମ ଶ୍ରେଣୀ ଏସ୍‌ଏ-୧ ପରୀକ୍ଷା

କଟକ ଅଫିସ, ୨୩ା୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ (ଏସ୍‌ଏ-୧) ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ।...

Advertisement
Archives

Model This Week