ଟିଟିଲାଗଡ଼, ୧୧।୪ (ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ରିଗଡୁଲ ଗ୍ରାମର ଚାଷୀ ନେପାଲ ରଣା(୩୦) ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ସେ ଫସଲରେ ଦିଆଯାଉଥିବା କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ ଡାକ୍ତରଖାନା ନିଆଯାଇଥିଲା। ଅବସ୍ଥା ଉଦ୍ବେଗଜନକ ହେବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଶନିବାର ବ୍ୟବଚ୍ଛେଦ ପରେ ମୃତଦେହ ଗ୍ରାମକୁ ଅଣାଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଆତ୍ମହତ୍ୟାର କାରଣ ଜଣାପଡିନାହିଁ। ସେ ପରିବାରର ଏକମାତ୍ର ରୋଜଗାରକ୍ଷମ ଥିବା ବେଳେ ସ୍ତ୍ରୀ ଏବଂ ଦୁଇ ସନ୍ତାନ ଅଛନ୍ତି। ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ଦାବି ହୋଇଛି।
Posted inHome, Home Left, ଆମ ଜିଲା ଖବର, ବଲାଙ୍ଗୀର View All
‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…
ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ
ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…
ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…
ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…
ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…
ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…
କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…
ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ
ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

