କଟକ ଅଫିସ,୪ା୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର କର୍ମକର୍ତ୍ତା ନିର୍ବାଚନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ପ୍ରତିନିଧି ଭାବେ ସାମିଲ ହେବେ ସମ୍ପାଦକ ସଞ୍ଜୟ ବେହେରା। ଗୁରୁବାର ଓସିଏ କାର୍ଯ୍ୟାଳୟରେ ନବ ନିର୍ବାଚିତ କର୍ମକର୍ତ୍ତାଙ୍କୁ ନେଇ ଅନୁଷ୍ଠିତ ପ୍ରଥମ ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା। ସଭାପତି ପଙ୍କଜ ଲୋଚନ ମହାନ୍ତି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବା ବେଳେ ୭୩ ସଦସ୍ୟଙ୍କ ମଧ୍ୟରୁ ୫୭ଜଣ ଯୋଗ ଦେଇଥିଲେ। ଉପସଭାପତି ଅକ୍ଷୟ କୁମାର ସାମନ୍ତ, ଯୁଗ୍ମ ସମ୍ପାଦକ ମେହତାବ ଖାନ, କୋଷାଧ୍ୟକ୍ଷ ବିକାଶ ପ୍ରଧାନ, ଆପେକ୍ସ କାଉନସିଲ ସଦସ୍ୟ ଶୁଭାଶିଷ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ ।
୬ ବଲ୍ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍; ପ୍ରଥମ ଥର…
ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍ରେ ଏହି କାରନାମା କରିବା ବହୁତ...
ଆଶେସ୍ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...
ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ
ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...
ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?
ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...
ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…
ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍ତି। ତାଙ୍କୁ...
କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍କା: ଆଉ ଦେଖିପାରିବେନି…
ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...
ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…
ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...
ଏହି କ୍ରିକେଟର୍ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର
ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...
Archives


