କଟକ ଅଫିସ,୪ା୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର କର୍ମକର୍ତ୍ତା ନିର୍ବାଚନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ପ୍ରତିନିଧି ଭାବେ ସାମିଲ ହେବେ ସମ୍ପାଦକ ସଞ୍ଜୟ ବେହେରା। ଗୁରୁବାର ଓସିଏ କାର୍ଯ୍ୟାଳୟରେ ନବ ନିର୍ବାଚିତ କର୍ମକର୍ତ୍ତାଙ୍କୁ ନେଇ ଅନୁଷ୍ଠିତ ପ୍ରଥମ ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା। ସଭାପତି ପଙ୍କଜ ଲୋଚନ ମହାନ୍ତି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବା ବେଳେ ୭୩ ସଦସ୍ୟଙ୍କ ମଧ୍ୟରୁ ୫୭ଜଣ ଯୋଗ ଦେଇଥିଲେ। ଉପସଭାପତି ଅକ୍ଷୟ କୁମାର ସାମନ୍ତ, ଯୁଗ୍ମ ସମ୍ପାଦକ ମେହତାବ ଖାନ, କୋଷାଧ୍ୟକ୍ଷ ବିକାଶ ପ୍ରଧାନ, ଆପେକ୍ସ କାଉନସିଲ ସଦସ୍ୟ ଶୁଭାଶିଷ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ ।
କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍ ଇଣ୍ଡିଆ
କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍ର ପ୍ରଥମ ଦିନ ଦେବଦତ୍ତ…
କାନିଜ୍ସା ଓପନ୍ ଚେସ୍ ଟାଇଟଲ ହାସଲ କଲେ ପ୍ରଣେଶ
କାନିଜ୍ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍ ସମ୍ମାନଜନକ କାନିଜ୍ସା ଓପନ ଚେସ୍ ଟାଇଟଲ ହାସଲ…
ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…
ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…
ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍କା: ICC ଦେଲା ଏମିତି ଦଣ୍ଡ
ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…
ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫
କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…
ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି
ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…
କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ
ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…
କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ
ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…
Archives

