Posted inଖେଳ

ବିସିସିଆଇ ନିୟମ ଭାଙ୍ଗିଛନ୍ତି ଇର୍ଫାନ

ମୁମ୍ବାଇ,୧୮।୫- କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ)ରେ ଖେଳିବା ପାଇଁ ଉପଲବ୍ଧ ଥିବା ଦର୍ଶାଇବା ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନଙ୍କୁ ବିଚିତ୍ର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ବିଦେଶ ଲିଗ୍‌ରେ ଖେଳିବା ଲାଗି ବ୍ୟାକୁଳ ହେଉଥିବା ପଠାନ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ନିୟମ ଭଙ୍ଗ କରିଛନ୍ତି। ସେ ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଓ ପ୍ରଥମ ଶ୍ରେଣୀ କ୍ରିକେଟରୁ ଅବସର ନେଇ ନାହାନ୍ତି। ଏହାସତ୍ତ୍ୱେ ସିପିଏଲ ପାଇଁ ନାମ ପଠାଇ ଇର୍ଫାନ ଅଢ଼ୁଆରେ ପଡ଼ିଛନ୍ତି। ବିସିସିଆଇର ନିୟମ ଅନୁଯାୟୀ ଜଣେ ଖେଳାଳି ସମସ୍ତ ପ୍ରକାର ଅନ୍ତର୍ଜାତୀୟ ଓ ଘରୋଇ କ୍ରିକେଟରୁ ଅସବର ନେବା ପରେ ହିଁ ବିଦେଶୀ ଲିଗ୍‌ ଖେଳିପାରିବ। ପଠାନଙ୍କୁ ଗତ ଦୁଇ ବର୍ଷ ହେଲା କୌଣସି ଆଇପିଏଲ ଫ୍ରାଞ୍ଚାଇଜ କିଣୁ ନାହାନ୍ତି। ପୂର୍ବରୁ ବରୋଦା କ୍ରିକେଟର ବିସିସିଆଇର ଜଣେ ସିନିୟର ଅଫିସିଆଲଙ୍କ ସହ ପରାମର୍ଶ କରିଥିଲେ। ଏଥିରୁ ଜଣାପଡ଼ୁଛି, ଇର୍ଫାନ ଭୁଲ ପରାମର୍ଶର ଶୀକାର ହୋଇଛନ୍ତି। ଏବେ ପ୍ରଶ୍ନ ହେଉଛି, ପଠାନଙ୍କୁ ସିପିଏଲ ଡ୍ରାଫ୍ଟ ପାଇଁ ନାମ ପଠାଇବାକୁ କିଏ ପରାମର୍ଶ ଦେଇଥିଲା। ଏହାର ଉତ୍ତର ବିନୋଦ ରାଇ କିମ୍ବା ଡାଇନା ଇଡୁଲଜି ଦେଇପାରିବେ। ଉଲ୍ଲେଖଥାଉ କି, ସିପିଏଲ ଆଗାମୀ ସଂସ୍କରଣ ପାଇଁ ୫୩୬ କ୍ରିକେଟର ଉପଲବ୍ଧ ଥିବା ଦର୍ଶାଇଛନ୍ତି। ଏଥିରେ ପଠାନ କେବଳ ଏକମାତ୍ର ଭାରତୀୟ।


Enter your email to get our daily news in your inbox.

All Right Reserved By Dharitri.Com

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri