ବ୍ରହ୍ମପୁର ଅଫିସ,୨ା୭-ଚଳିତ ବର୍ଷର ଖରିଫ ଧାନ ଫସଲ ପାଇଁ ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ଗଞ୍ଜାମ ଓ ଗଜପତି ଜିଲାର ଚାଷୀଙ୍କୁ ୨୪୫ କୋଟି ଟଙ୍କା କୃଷିଋଣ ଲଗାଣ କରିବା ଲାଗି ସରକାର ଟାର୍ଗେଟ ଦେଇଛନ୍ତି। ତନ୍ମଧ୍ୟରୁ ଗଞ୍ଜାମ ଜିଲା ହିଞ୍ଜିଳି, ବେଗୁନିଆପଡ଼ା, ଖଲ୍ଲିକୋଟ, ଗଞ୍ଜାମ, ଛତ୍ରପୁର, ରଙ୍ଗେଇଲୁଣ୍ଡା, ଚିକିଟି, ପାତ୍ରପୁର, ଦିଗପହଣ୍ଡି, କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ବିଭିନ୍ନ ଅଞ୍ଚଳର ଚାଷୀଙ୍କୁ ୨୦୫ କୋଟି ଏବଂ ଗଜପତି ଜିଲା ଅନ୍ତର୍ଗତ ଗୋଷାଣୀ, କାଶୀନଗର, ମୋହନା, ଆର.ଉଦୟଗିରି, ନୂଆଗଡ଼ ଓ ରାୟଗଡ଼ ଆଦି ୭ ବ୍ଲକ ଚାଷୀଙ୍କୁ ୪୦ କୋଟି ଟଙ୍କା ଋଣ ଦିଆଯିବା ନିର୍ଦ୍ଦେଶ ଥିବା ବ୍ୟାଙ୍କ ସଭାପତି ଅଲେଖ ଚୌଧୁରୀ ଓ ସମ୍ପାଦକ ଚିତ୍ତରଞ୍ଜନ ପାଣିଗ୍ରାହୀ ସୂଚାଇଛନ୍ତି। ପ୍ରତିବର୍ଷ ଏପ୍ରିଲରୁ ଖରିଫ ଋଣ ଦିଆଯିବାର ବ୍ୟବସ୍ଥା ରହିଛି। ଚଳିତ ବର୍ଷ ଜୁନ ୩୦ ସୁଦ୍ଧା ପ୍ରଥମ ୩ ମାସରେ ଦୁଇ ଜିଲାର ୩୩ ହଜାର ୧୪୬ ଚାଷୀଙ୍କୁ ୧୦୭.୧୩ କୋଟି ଋଣ କୃଷି ସେବା ସମବାୟ ସମିତି (ସୋସାଇଟି) ଜରିଆରେ ଦିଆଯାଇଥିବା କୁହାଯାଇଛି ।
ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…
ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…
ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…
ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…
ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…
ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍
ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…
ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…
ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…
ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…
ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…
Archives

