Posted inଜାତୀୟ

ବିହାରରେ ଘାତକ ସାଜିଛି ମସ୍ତିଷ୍କ ଜ୍ୱର: ଗଲାଣି ୧୪୦ ନିରୀହ ଶିଶୁଙ୍କ ଜୀବନ

ପାଟଣା, ୨୧।୬: ବିହାରରେ ମସ୍ତିଷ୍କ ଜ୍ୱର ବା ଆକ୍ୟୁଟେ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ ଯୋଗୁ ଏଯାଏ ୧୪୦ ଜଣ ନିରୀହ ଶିଶୁଙ୍କ ମୃତ୍ୟୁ ଘଟିଛି। କେବଳ ମୁଜାଫରପୁରରେ ୧୨୨ଜଣ ଶିଶୁ ମୃତ୍ୟୁବରଣ କରିଛନ୍ତି। ଶିଶୁ ମୃତ୍ୟୁ ସଂଖ୍ୟ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ରାଜ୍ୟ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିଭିନ୍ନ ଡାକ୍ତରଖାନା ପରିଦର୍ଶନରେ ଯାଇଥିଲେ ମଧ୍ୟ ଅଂଶୁଘାତ ଶିକାର ରୋଗୀଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଦାଖରେ ଭୂକମ୍ପ

ଲେହ.୧୬।୨: କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ବୁଧବାର ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ରହିଛି। ସନ୍ଧ୍ୟା ୭.୦୫ ଭୂକମ୍ପ ଅନୁଭୂତ...

୮୮ ବର୍ଷ ପରେ କୋସି ନଦୀ ଉପରେ ଟ୍ରେନ୍‌ ଚଳାଚଳ ଆରମ୍ଭ …

ପାଟନା, ୭।୫ : ବିହାରର ଉତ୍ତର-ପୂର୍ବ ଭାଗକୁ ମିଥିଲାଞ୍ଚଳରେ କୋସି ନଦୀ ସବୁଠାରୁ ବିନାଶକାରୀ ନଦୀ ଭାବରେ ଜଣାଶୁଣା । କୋସିକୁ ବିହାରର ଦୁଃଖ ବୋଲି...

ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ଅଟୋବାଲା ଖୋଲିଲେ ଗ୍ୟାଙ୍ଗ୍‌ଷ୍ଟାର ବିକାଶ ଦୁବେଙ୍କ ନୂଆ ରାଜ୍‌

ଉଜୈନ,୧୪।୭: ଗତ ଶୁକ୍ରବାର ଦିନ କାନପୁରରେ ପୋଲିସର ଏନକାଉଣ୍ଟରରେ ନିହତ ହୋଇଥିବା ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଉଜୈନରେ ଦୁଇ ତିନି ଦିନ ରହିବାକୁ ଯୋଜନା ପ୍ରସ୍ତୁତ...

ଅଯୋଧ୍ୟା ହେବ ବିଶ୍ୱସ୍ତରୀୟ ସହର

ଅଯୋଧ୍ୟା,୧୦।୨: ଉତ୍ତରପ୍ରଦେଶର ରାମନଗରୀ ଅଯୋଧ୍ୟାକୁ ବିଶ୍ୱସ୍ତରୀୟ ସହର କରାଯିବା ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଛି। ଏନେଇ କାନାଡ଼ାର...

ହାରିଗଲେ ଦଳବଦଳ ନେତା

ଲକ୍ଷ୍ନୌ,୧୧ା୩: ୟୁପିର ଫାଜିଲନଗର ଆସନରୁ ସମାଜବାଦୀ ପାର୍ଟି ପ୍ରାର୍ଥୀ ସ୍ବାମୀ ପ୍ରସାଦ ମୌର୍ଯ୍ୟ ହାରିଯାଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ଯୋଗୀ କ୍ୟାବିନେଟରେ ଶ୍ରମମନ୍ତ୍ରୀ ଥିବା ପ୍ରମୁଖ...

ପାଞ୍ଚ ଦିନିଆ ୟୁପି ଗସ୍ତରେ ଯିବେ ମୋହନ ଭାଗବତ

ନୂଆଦିଲ୍ଲୀ,୨୬।୬: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସଏସ) ମୁଖ୍ୟ ମୋହନ ଭାଗବତ ଜୁଲାଇରେ ୫ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯାଉଛନ୍ତି। ଜୁଲାଇ ୧ରୁ ୫ ପର୍ଯ୍ୟନ୍ତ...

କ୍ୟାବିନେଟ୍‌ ସହ ଉପରାଜ୍ୟପାଳଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ବିବାଦ ମଧ୍ୟରେ ସାକ୍ସେନା ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କୁ ଶୁକ୍ରବାର ଅପରାହ୍ନ ୪ଟାରେ ଭେଟିବାକୁ ସମୟ...

Advertisement
Archives

Model This Week