Posted inଜାତୀୟ

ବିହାରରେ ପରିବର୍ତ୍ତନର ଗଙ୍ଗା ପ୍ରଭାବିତ ହେଉଛି

ପାଟନା,୩।୧୧: ବିହାର ବିଧାନସଭା ନିର୍ବାଚନ ୨୦୨୦ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ୧୭ଟି ଜିଲାର ୯୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଭୋଟ ଦେବା ପାଇଁ ଆରଜେଡି ନେତା ତେଜସ୍ବୀ ଯାଦବ ପାଟନାରେ ଭୋଟ ଦେବାକୁ ପହଞ୍ଚିଛନ୍ତି। ଏହି ସମୟରେ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବିଡି ଦେବୀ ମଧ୍ୟ ତାଙ୍କ ସହିତ ଥିଲେ। ଏଠାରେ ରାବିଡି କହିଛନ୍ତି ଯେ, ବିହାରରେ ପରିବର୍ତ୍ତନ ଗଙ୍ଗା ପ୍ରବାହିତ ହେଉଛି, ବିହାରରେ ପରିବର୍ତ୍ତନ ଆବଶ୍ୟକ। ବିହାର ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୧୪୬୩ ପ୍ରାର୍ଥୀଙ୍କ ଭାଗ୍ୟ ସ୍ଥିର ହେବ। ଦ୍ୱିତୀୟ ପର୍ଯ୍ୟାୟରେ ପଶ୍ଚିମ ଚମ୍ପାରଣ, ପୂର୍ବ ଚମ୍ପାରଣ, ଶିବହାର, ସୀତାମଢୀ, ମଧୁବନୀ, ଦରଭଙ୍ଗା, ମୁଜାଫରପୁର, ଗୋପାଳଗଞ୍ଜ, ସିଭାନ, ଛପରା, ବୈଶାଳୀ, ସାମସ୍ତିପୁର, ବେଗୁସରାଇ, ଖଗରିଆ, ଭାଗଲପୁର, ନାଳନ୍ଦା ଏବଂ ପାଟନା ଜିଲାରେ ଭୋଟ ଗ୍ରହଣ ହେଉଛି। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ଆରଜେଡି ନେତା ତେଜସ୍ବୀ ଯାଦବ। ତାଙ୍କ ବଡ ଭାଇ ତେଜ ପ୍ରତାପ ଯାଦବଙ୍କ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟରେ ଭାଗ୍ୟ ପରୀକ୍ଷା ହେବ। ସୂଚନାଯୋଗ୍ୟ, ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭା ନିର୍ବାଚନ ୩ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଛି। ଗତ ୨୮ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri