ବିହାରରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ପାଟନା,୨୯।୩: କରୋନା ଭାଇରସ କବଳରେ ସାରା ଦେଶ। ଆସାମକୁ ବାଦ୍‌ ଦେଲେ ପ୍ରାୟ ସବୁ ରାଜ୍ୟରେ କରୋନା ପଜିଟିଭ ରୋଗୀ ଚିହ୍ନଟ କରାଯାଇଥିବା ବେଳେ ଏବେ ବିହାରରେ ଏମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ସୁଦ୍ଧା ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରେ ପାଟନାରୁ ୫, ମୁଙ୍ଗେର ୩ ଓ ନାଳନ୍ଦା, ସିଓ୍ବାନ ଓ ଲକ୍ଷିସରାଇରୁ ଜଣେ ଲେଖାଁଏ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସୂଚନାଯୋଗ୍ୟ, ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ପାର କରି ସାରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ୨୦ ଅତିକ୍ରମ କଲାଣି। ଅନ୍ୟପଟେ ଲୋକେ ଲକ୍‌ଡାଉନ୍‌ ଯୋଗୁ ଅନେକାଂଶରେ କରୋନାକୁ ଦୂରେଇ ଦେଇ ପାରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେପଣାସ୍ତ୍ରଠୁ ବି ଭୟଙ୍କର ଏହି ଡ୍ରୋନ୍‌, ବିମାନଠୁ ଅଧିକ ଉପରେ ଉଡ଼େ

ନୂଆଦିଲ୍ଲୀ,୭ା୮: ଭାରତୀୟ ବାୟୁସେବା ଜମ୍ମୁ ଏୟାରବେସ୍‌ରେ ଜୁନ୍‌ରେ ଡ୍ରୋନ୍‌ ହମଲା ହୋଇଥିଲା। ଏହା ପରେ ଡ୍ରୋନ୍‌ ଆକ୍ରମଣକୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଏଥିସହିତ ଭାରତ...

ଦେଢ଼ ମାସରେ ସର୍ବନିମ୍ନ ହେଲା ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୩,୬୧୭ ମୃତ…

ନୂଆଦିଲ୍ଲୀ,୨୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

କୋଭିଡ୍‌-୧୯: ଗୋପୀଚାନ୍ଦ ଦେଲେ ୨୬ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୬।୪: ଭାରତୀୟ ଜାତୀୟ ବ୍ୟାଡମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦ ଏବେ କରୋନ ଭାଇରସ ଲଢ଼େଇରେ ସାମିଲ ହୋଇଛନ୍ତି। କ୍ରୀଡ଼ାଜଗତର ସଦ୍ୟତମ ବ୍ୟକ୍ତିତ୍ୱ ଭାବେ ସେ ଏଥିରେ...

ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅନୁଚ୍ଛେଦ ୨୧ ଲାଗୁ ହେବ, ହାଇକୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୬।୧୨: ରାତିରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଆବଶ୍ୟକ ସୁବିଧା ସହିତ ମେଡିକାଲ କର୍ମଚାରୀଙ୍କୁ ଏଥିଲାଗି ପ୍ରସ୍ତୁତ ରଖିବାକୁ ସମସ୍ତ ସରକାରୀ ମେଡିକାଲକୁ କେରଳ ହାଇକୋର୍ଟ...

କରୋନା ସଂକ୍ରମଣ ଭୟ: ନବଜାତକକୁ ସ୍ତନ୍ୟପାନ କରାଇଲେ ହସ୍ପିଟାଲର କାର୍ଯ୍ୟରତ ନର୍ସ!

କୋଲକାତା,୧।୬: ପଶ୍ଚିମବଙ୍ଗର ଆର୍‌ଜି କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ଜଣେ କାର୍ଯ୍ୟରତ ନର୍ସ। ନିକଟରେ ଜଣେ ମହିଳାଙ୍କର...

କଂଗ୍ରେସରେ ବିଦ୍ରୋହର ସ୍ବର

ନୂଆଦିଲ୍ଲୀ,୧୨।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ କଂଗ୍ରେସରେ ବିଦ୍ରୋହ ସ୍ବର ଉଠିଛି। ମହାମେଣ୍ଟର ପରାଜୟ ପାଇଁ କଂଗ୍ରେସ ଦାୟୀ ବୋଲି ଦଳରେ...

CORONAVIRUS UPDATE: ରାଜ୍ୟରେ ୩୪୯୦ ନୂଆ ପଜିଟିଭ୍‌ ଚିହ୍ନଟ, ଆଜିବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୪୯୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୩୧୩୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଯୋଗୀ ୧ ନମ୍ବର ମୁଖ୍ୟମନ୍ତ୍ରୀ, ଚତୁର୍ଥରେ ନବୀନ

ନୂଆଦିଲ୍ଲୀ,୨୪ା୧:ଇଣ୍ଡିଆ ଟୁଡେ ମୁଡ୍‌ ଅଫ୍‌ ଦି ନେଶନ ପକ୍ଷରୁ ଜାନୁୟାରୀରେ କରାଯାଇଥିବା ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ...

Advertisement
Archives

Model This Week