Posted inଜାତୀୟ

ବିହାରରେ ବନ୍ୟା ବିତ୍ପାତ: ଭୋକ ବିକଳରେ ମୂଷା ଖାଉଛନ୍ତି ଲୋକେ

ପାଟନା,୧୬।୭: ବିହାରରେ ବିନ୍ୟା ବିତ୍ପାତ ଦେଖିବାକୁ ମିଳିଛି। ବନ୍ୟା ଯୋଗୁ ରାଜ୍ୟରେ ୨୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଉଚ୍ଚସ୍ତରୀୟ ବୈଠକ ଡକାଇ ବନ୍ୟାରେ ଫଶିଥିବା ଲୋକଙ୍କୁ ଉଦ୍ଧାର ସହ ରିଲିଫ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ସତ୍ତ୍ୱେ ବନ୍ୟାଞ୍ଚଳ ଲୋକେ ରିଲିଫ ନ ପାଇ ଭୋକ ବିକଳରେ ମୂଷା ମାରି ଖାଉଛନ୍ତି। ଏବେ ବି ୨୦୦ରୁ ୩୦୦ ପରିବାର ବନ୍ୟା ପାଣିରେ ଫଶି ରହିଛନ୍ତି। ଲକ୍ଷ ଲକ୍ଷ ଲୋକ ବାସହରା ହୋଇପଡିଛନ୍ତି। ଅରରିଆ, କିଶନଗଞ୍ଜ, ସୁପୌଲ, ଦରଭଙ୍ଗା, ଶବହର, ସୀତାମଢୀ ମଧୁବନୀ ଜିଲା ଅଧିକ ବନ୍ୟା କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?